ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ ପ୍ରବାହ

ଲଣ୍ଡନ,୧୨ା୮: ଲଗାତର ଅନାବୃଷ୍ଟି ଓ ଗ୍ରୀଷ୍ମ ପ୍ରବାହ ଯୋଗୁ ଇଂଲଣ୍ଡର ବିଭିନ୍ନ ଅଞ୍ଚଳରେ ମରୁଡ଼ି ଦେଖାଦେଇଛି। କ୍ରମାଗତ ୫ମାସ ଧରି ସ୍ବାଭବିକଠାରୁ କମ୍‌ ବର୍ଷା ହୋଇଛି। ଜୁଲାଇରେ ହାରାହାରି ବୃଷ୍ଟିପାତ ୩୫% ରହିଥିବା ବେଳେ ଶନିବାର କେତେକ ଭାଗରେ ତାପମାତ୍ରା ୩୭ ଡିଗ୍ରୀ ସେଲ୍‌ସିୟସ୍‌ ଛୁଇଁବା ଆଶଙ୍କା କରାଯାଉଛି। ଇଂଲଣ୍ଡ ଓ ଓ୍ବେଲ୍ସରେ ଚାରିଦିନିଆ ଚରମ ଗ୍ରୀଷ୍ମପ୍ରବାହ ଲାଗିରହିଥିବାରୁ ସତର୍କତା ଜାରି କରାଯାଇଛି। ୧୯୩୫ ପରେ ଏପରି ଶୁଷ୍କତା କେବେ ଦେଖିବାକୁ ମିଳି ନ ଥିଲା। ବ୍ରିଟେନ ସରକାର ଶୁକ୍ରବାର ଇଂଲଣ୍ଡର ଦକ୍ଷିଣ, କେନ୍ଦ୍ରୀୟ ଓ ପୂର୍ବାଞ୍ଚଳରେ ଆନୁଷ୍ଠାନିକ ଭାବେ ମରୁଡ଼ି ଘୋଷଣା କରିଛନ୍ତି। ଗ୍ଲୁସେଷ୍ଟରଶାୟାରର ପଶ୍ଚିମ ଭାଗରୁ ଦକ୍ଷିଣ ଇଂଲଣ୍ଡ ପର୍ଯ୍ୟନ୍ତ ପ୍ରବାହିତ ୩୫୬ କି.ମି. ଲମ୍ବ ଥମ୍ସ ନଦୀର ଜଳଉତ୍ସ ଶୁଷ୍କ ହୋଇଯାଇଛି। ଏଥି ସକାଶେ ସମ୍ପୃକ୍ତ ଅଞ୍ଚଳରେ ପାଣିର ଘରୋଇ ଓ ବ୍ୟବସାୟିକ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଅର୍ଥାତ୍‌ ସାଧାରଣ ଲୋକେ ଓ କମ୍ପାନୀଗୁଡ଼ିକ ପାଣିର ଉପଯୋଗ ସରକାରଙ୍କ ହିସାବରେ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri