ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ ପ୍ରବାହ

ଲଣ୍ଡନ,୧୨ା୮: ଲଗାତର ଅନାବୃଷ୍ଟି ଓ ଗ୍ରୀଷ୍ମ ପ୍ରବାହ ଯୋଗୁ ଇଂଲଣ୍ଡର ବିଭିନ୍ନ ଅଞ୍ଚଳରେ ମରୁଡ଼ି ଦେଖାଦେଇଛି। କ୍ରମାଗତ ୫ମାସ ଧରି ସ୍ବାଭବିକଠାରୁ କମ୍‌ ବର୍ଷା ହୋଇଛି। ଜୁଲାଇରେ ହାରାହାରି ବୃଷ୍ଟିପାତ ୩୫% ରହିଥିବା ବେଳେ ଶନିବାର କେତେକ ଭାଗରେ ତାପମାତ୍ରା ୩୭ ଡିଗ୍ରୀ ସେଲ୍‌ସିୟସ୍‌ ଛୁଇଁବା ଆଶଙ୍କା କରାଯାଉଛି। ଇଂଲଣ୍ଡ ଓ ଓ୍ବେଲ୍ସରେ ଚାରିଦିନିଆ ଚରମ ଗ୍ରୀଷ୍ମପ୍ରବାହ ଲାଗିରହିଥିବାରୁ ସତର୍କତା ଜାରି କରାଯାଇଛି। ୧୯୩୫ ପରେ ଏପରି ଶୁଷ୍କତା କେବେ ଦେଖିବାକୁ ମିଳି ନ ଥିଲା। ବ୍ରିଟେନ ସରକାର ଶୁକ୍ରବାର ଇଂଲଣ୍ଡର ଦକ୍ଷିଣ, କେନ୍ଦ୍ରୀୟ ଓ ପୂର୍ବାଞ୍ଚଳରେ ଆନୁଷ୍ଠାନିକ ଭାବେ ମରୁଡ଼ି ଘୋଷଣା କରିଛନ୍ତି। ଗ୍ଲୁସେଷ୍ଟରଶାୟାରର ପଶ୍ଚିମ ଭାଗରୁ ଦକ୍ଷିଣ ଇଂଲଣ୍ଡ ପର୍ଯ୍ୟନ୍ତ ପ୍ରବାହିତ ୩୫୬ କି.ମି. ଲମ୍ବ ଥମ୍ସ ନଦୀର ଜଳଉତ୍ସ ଶୁଷ୍କ ହୋଇଯାଇଛି। ଏଥି ସକାଶେ ସମ୍ପୃକ୍ତ ଅଞ୍ଚଳରେ ପାଣିର ଘରୋଇ ଓ ବ୍ୟବସାୟିକ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଅର୍ଥାତ୍‌ ସାଧାରଣ ଲୋକେ ଓ କମ୍ପାନୀଗୁଡ଼ିକ ପାଣିର ଉପଯୋଗ ସରକାରଙ୍କ ହିସାବରେ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ହେଲା ‘ଘୋଷ୍ଟ ଅଫ୍‌ କ୍ୱିଭ୍‌’

କ୍ୱିଭ୍‌, ୧୩ା୩: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣକୁ ଶନିବାର ୧୭ ଦିନ ପୂରିଥିବାବେଳେ ପ୍ରତିରୋଧ ପାଇଁ ଲଢ଼େଇ ଜାରି ରଖିଛନ୍ତି କ୍ୱିଭ୍‌ ସୈନ୍ୟ। ଏପରି ସମୟରେ...

ତାଇଓ୍ବାନ ଆକାଶ ମାର୍ଗରେ ୨୯ ଚାଇନା ଯୁଦ୍ଧ ବିମାନ…

ତାଇପେ, ୨୨।୬ : ତାଇୱାନକୁ ଭୟଭୀତ କରିବାକୁ ଚାଇନା ଲଗାତାର ଚେଷ୍ଟା କରୁଛି। ମଙ୍ଗଳବାର ଚାଇନା ତାଇୱାନର ଏୟାର ଡିଫେନ୍ସ ଜୋନକୁ ୨୯ ଯୁଦ୍ଧ ବିମାନ...

ଏଭରେଷ୍ଟରେ ଶତାଧିକ ସଂକ୍ରମିତ

ଏଭରେଷ୍ଟ ଉପରେ ଶତାଧିକ ପର୍ବତାରୋହଣକାରୀ, ସହଯୋଗୀ କରୋନାରେ ସଂକ୍ରମିତ ହୋଇଛନ୍ତି। ବିଶ୍ୱର ସର୍ବୋଚ୍ଚ ଶୃଙ୍ଗରେ ସଂକ୍ରମଣ ନ ଥିବା ନେଇ ନେପାଳ ସରକାରୀ ଅଧିକାରୀ କହୁଥିଲେ...

ଚାଇନାର ବିସ୍ତାରବାଦୀ ନୀତି: ଏଲଏସିରେ ନୂଆ ରେଳଲାଇନ ନିର୍ମାଣ ଜାରି…

ବେଜିଂ,୧୮।୨ : ଚାଇନା ଏହାର ବିସ୍ତାରବାଦୀ ନୀତି ଜାରି ରଖିଛି। ବର୍ତ୍ତମାନ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି) ନିକଟରେ ଏକ ନୂତନ ରେଳ ଲାଇନ...

ଏଭରେଷ୍ଟରେ କୋଭିଡ୍‌ ରେଖା ଟାଣୁଛି ଚାଇନା

ବେଜିଂ, ୧୨ା୫: ବିଶ୍ୱର ସର୍ବୋଚ୍ଚ ପର୍ବତ ଏଭରେଷ୍ଟରେ ଚାଇନା କୋଭିଡ୍‌ ରେଖା ଟାଣିବାକୁ ଯୋଜନା କରିଛି। ନେପାଳରେ କରୋନା ସଂକ୍ରମଣର ବ୍ୟାପକ ଭାବେ ବଢ଼ିଚାଲିଥିବାବେଳେ ସେହି...

ଯୁଦ୍ଧରେ ୩୪ ହଜାର ରୁଷିଆ ସୈନ୍ୟଙ୍କ ମୃତ୍ୟୁ ଘଟିଲାଣି…

ମସ୍କୋ/କ୍ୱିଭ୍‌, ୨୨।୬ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୧୧୯ ଦିନ ବିତିଲାଣି। ୟୁକ୍ରେନର ବାୟୁସେନା ଦାବି କରିଛି ଯେ ରୁଷିଆର ଗୋଟିଏ କ୍ଷେପଣାସ୍ତ୍ର,...

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ବହୁମତ ଆଡକୁ ଆଗେଇ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସବୁଆଡୁ ଆସୁଛି ଶୁଭେଚ୍ଛାର ବାର୍ତ୍ତା। ଏହି ଅବସରରେ...

ଜେଲ୍‌ରେ ଥାଇ କଲ୍‌ଗର୍ଲଙ୍କୁ ଡାକିଲେ କଏଦୀ, ଅଶ୍ଳୀଳ ଫଟୋ ସାମ୍ନାକୁ ଆସିବା ପରେ…

ଲଣ୍ଡନ,୨୭ା୬: ଜେଲ୍‌ରେ ସଜା କାଟୁଥିବା ଜଣେ କଏଦୀ କଲ୍‌ଗର୍ଲଙ୍କୁ ଡାକିଥିଲେ। ଏହି ଘଟଣାର ଖୁଲାସା ହେଲା ଯେତେବେଳେ ମୋବାଇଲରେ ଉଠା ଯାଇଥିବା ଅଶ୍ଳୀଳ ଫଟୋ ଭାଇରାଲ...

Advertisement
Archives

Model This Week