ଖୁଦୁରୁକୁଣୀ ଓଷା କରିବାକୁ ଯାଇ ନଦୀରେ ଭାସିଗଲେ ଯୁବତୀ

ନୟାଗଡ଼ ଅଫିସ,୩୦ା୮: ବୃତ୍ତଙ୍ଗ ନଦୀରେ ଭାସି ଯାଇ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ୩ ଜଣଙ୍କ ଅବସ୍ଥା ଗୁରୁତର ହୋଇଥିଲେ ହେଁ ସେମାନେ ମୃତ୍ୟୁମୁଖରୁ ବଞ୍ଚି ଯାଇଛନ୍ତି।
ସୂଚନାଯୋଗ୍ୟ, ଟାକେରା ବରୁସାହିର କିଛି ଯୁବତୀ ଖୁଦୁରୁକୁଣୀ ଓଷା କରିଥିଲେ। ଆଜି ସକାଳେ ୪ ଜଣ ଯୁବତୀ ସାଙ୍ଗ ହୋଇ ବୃତ୍ତଙ୍ଗ ନଦୀକୁ ଗାଧୋଇ ଯାଇଥିଲେ। ଗୋଡ଼ ଖସିଯିବାରୁ ୪ ଜଣ ଯାକ ଭାସି ଯାଇଥିଲେ। ନୟାଗଡ଼ ଜିଲା ଦଶପଲା ଦମକଳ କେନ୍ଦ୍ର କର୍ମଚାରୀ ପହଞ୍ଚି ୪ ଜଣକୁ ଉଦ୍ଧାର କରିଥିଲେ। ସମସ୍ତଙ୍କୁ ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ଶ୍ରଦ୍ଧାଞ୍ଜଳି ଯାନୀଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସମ୍ପର୍କରେ ଗ୍ରାମାଞ୍ଚଳ ବାସିନ୍ଦାଙ୍କୁ ସଚେତନ କରାଇବା ନିମନ୍ତେ ଏକ ବୈଠକ ରବିବାର କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ...

ସରପଞ୍ଚଙ୍କୁ ହାଣିଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୧୬ା୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରପଞ୍ଚ ହରିହର ନନ୍ଦଙ୍କୁ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଅତର୍କିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସରପଞ୍ଚଙ୍କ ଡାହାଣ...

ସୀମାନ୍ତ ଗ୍ରାମ କୁହାକୁଣ୍ଡାରେ ଝାଡ଼ାବାନ୍ତି: ଜଣେ ମୃତ, ୧୭ ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ, ୨୯।୧: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ କନକତୋର ପଞ୍ଚାୟତ ସୀମାନ୍ତବର୍ତ୍ତୀ କୁହାକୁଣ୍ଡା ଗ୍ରାମରେ ଶୁକ୍ରବାର ଝାଡ଼ାବାନ୍ତିରେ ୧୭ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଲଖନପୁର...

ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା: ଦୋଷୀଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୯।୧୨-ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଜିଲା ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁବାଷ କୁମାର...

ଗଣେଶ ପୂଜାର ଅନ୍ତିମ ଦିନ, ଭସାଣି ଉତ୍ସବ ଲାଗି ଚଳଚଞ୍ଚଳ ତାଳଚେର

ତାଳଚେର,୧୪।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଗଣେଶ ପୂଜାର ଶନିବାର ଅନ୍ତିମ ଦିବସ। ଏହି ଉପଲକ୍ଷେ ସହରରେ ଭସାଣି ଉତ୍ସବ ପାଳନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ...

ହରିହର କ୍ୟାନସର ହସ୍ପିଟାଲରେ ଚିତ୍ରଶିଳ୍ପୀ ନାରୁ ମହାରଣା: ରାଜ୍ୟ ସରକାର ଦେଲେ ୫୦ ହଜାର ସହାୟତା

ପୁରୀ ଅଫିସ, ୧୩।୧୨:ଓଡ଼ିଶାର ସୁନାମଧନ୍ୟ ଚିତ୍ରଶିଳ୍ପୀ ନାରାୟଣ ମହାରଣା ଓରଫ ନାରୁ କର୍କଟ ରୋଗରେ ପୀଡ଼ିିତ ହୋଇ କଟକସ୍ଥିତ ହରିହର କ୍ୟାନସର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନାରୁ...

ଏଲ୍‌ଭିଏ ଟେଷ୍ଟର ଶୁଣାଣି ହେଲା, ରାୟ ସଂରକ୍ଷିତ

ନୟାଗଡ଼ ଅଫିସ,୧୩।୨: ବହୁଚର୍ଚ୍ଚିତ ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷୀୟା ଶିଶୁକନ୍ୟା ପରୀ ହତ୍ୟା ମାମଲାରେ କଲେଜ ଛାତ୍ରଙ୍କ ସ୍ବରର ସ୍ତର ନିରୀକ୍ଷଣ (ଏଲ୍‌ଭିଏ)...

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୬

ଭୁବନେଶ୍ୱର,୫।୫:(ବ୍ୟୁରୋ)- ମଙ୍ଗଳବାର ରାତିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ...

Advertisement
Archives

Model This Week