ବୁଡ଼ାଇଲା ବର୍ଷା: ବଡ଼ଦାଣ୍ଡ ଉବୁଟୁବୁ

ପୁରୀ ଅଫିସ,୧୪ା୮: ପୁରୀରେ ଗୁରୁବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ନିର୍ଦ୍ଧୁମ ବର୍ଷା ହୋଇଥିଲା। ଫଳରେ କିଛି ସମୟ ପାଇଁ ବଡ଼ଦାଣ୍ଡ ଏକପ୍ରକାର ବୁଡ଼ିଯାଇଥିଲା। ବର୍ଷା ଛାଡ଼ିିବା ପରେ ସ୍ଥିତି ସ୍ବାଭାବିକ ହୋଇଥିଲା। ଅପରାହ୍ନ ପ୍ରାୟ ସାଢେ ୩ଟାରେ ଆକାଶରେ ଘୋଟି ଆସିଥିଲା କଳା ବାଦଲ। ଚାହୁଁ ଚାହୁଁ ଅଜାଡ଼ିି ହୋଇପଡ଼ିଥିଲା ପ୍ରବଳ ବର୍ଷା। ୧ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବର୍ଷିଥିଲା। ସହରର ସବୁ ରାସ୍ତାଘାଟ ଜଳମଗ୍ନ ହୋଇଯାଇଥିଲା। ବିଶେଷକରି ବଡଦାଣ୍ଡର ସ୍ଥିତି ଅଧିକ ସଙ୍ଗିନ ହୋଇପଡ଼ିିଥିଲା। ବର୍ଷା ପାଣି ସହ ଡ୍ରେନ୍‌ ପାଣି ମିଶି ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି କରିଥିଲା। ସେହିପରି ସହରର ବିଭିନ୍ନ ଗଳିକନ୍ଦି ରାସ୍ତା ବି ବୁଡ଼ି ଯାଇଥିଲା। ବିଶେଷକରି ଘଣାମଲ୍ଲ ସାହିରେ ସ୍ଥିତି ସବୁଠୁ ସଙ୍ଗିନ ରହିଥିଲା। ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ପ୍ରବଳ ବେଗରେ ସୁଅ ପଡ଼ିିଥିଲା। ପ୍ରାୟ ୩ ଫୁଟ ଉଚ୍ଚର ପାଣି ସୁଅ ଭୟ ସୃଷ୍ଟି କରିଥିଲା। ବର୍ଷା ଛାଡ଼ିିବା ପରେ ଧୀରେ ଧୀରେ ପାଣି ନିଷ୍କାସନ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି ।…

ପ୍ରଥମଥର ପାଇଁ ପଞ୍ଚାୟତ ସମିତିରେ ଯୋଗଦେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ, କହିଲେ ମିଳିମିଶି କାମ କଲେ…

ଗଞ୍ଜାମ,୨୨।୫(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ପଞ୍ଚାୟତ ସମିତି ନବମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ।…

‘କକ୍ରୋଚ ଜନତା ପାର୍ଟି’ର ‘X ଆକାଉଣ୍ଟ’ ବ୍ୟାନ ପରେ ରାଗିଲେ ମହୁଆ ମୋଇତ୍ରା, କହିଲେ…

କୋଲକାତା,୨୨।୫: ‘କକ୍ରୋଚ ଜନତା ପାର୍ଟି’ର X ଆକାଉଣ୍ଟ ଏକ ବ୍ୟଙ୍ଗାତ୍ମକ ପୃଷ୍ଠା ଯାହା ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଲୋକପ୍ରିୟତା ହାସଲ କରିଥିଲା, ଏବେ ଏହା ଭାରତରେ…

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ…

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର…

କଲେଜ କ୍ୟାଣ୍ଟିନରେ ପ୍ରଥମ ଭେଟ…କିଏ ଏହି ଏହି ଶ୍ରୀନାଥ? ଯାହାଙ୍କୁ ଅନ୍ଧ ଭାବରେ ବିଶ୍ୱାସ କରନ୍ତି ବିଜୟ

ଥିରୁଭାନନ୍ତପୁରମ,୨୨।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଗୁରୁବାର ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି। ଏହି ସମାରୋହରେ ୨୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ରାଜ୍ୟପାଳ…

ହର୍ମୁଜରେ ବଢି ଚାଲିଛି ସମସ୍ୟା ଉପରେ ସମସ୍ୟା, ଦେଖି ଚାହିଁ ଖର୍ଚ୍ଚ କରନ୍ତୁ LPG

ନୂଆଦିଲ୍ଲୀ/ତେହରାନ,୨୨।୫: ଇରାନ ସହିତ ସଂଘର୍ଷ ଯୋଗୁ ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ଆଉ ଏକ ନିରାଶାଜନକ ଖବର ସାମ୍ନାକୁ ଆସିଛି। ଏହି ସମୟରେ, ସମସ୍ତଙ୍କ…

ପଛରେ ପଡିଗଲେ କୋହଲି: ଜାଣନ୍ତୁ କାହା ପାଖରେ ଅଛି ଅରେଞ୍ଜ-ପର୍ପଲ କ୍ୟାପ୍‌

ନୂଆଦିଲ୍ଲୀ,୨୨।୫: ଇଣ୍ଡିଆନ ପ୍ରିମିୟର ଲିଗ (IPL 2026) ର ୧୯ତମ ସଂସ୍କରଣରେ ୬୬ଟି ମ୍ୟାଚ ଖେଳାଯାଇଛି। ଲିଗ ପର୍ଯ୍ୟାୟରେ ଆଉ ୪ଟି ମ୍ୟାଚ ବାକି ଅଛି। ତିନୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri