ବିନା ଡିଆର୍‌ଏସ୍‌ରେ ଖେଳାଗଲା

ମୁମ୍ବାଇ,୧୨।୫: ଓ୍ବାଙ୍ଖଡେ ଷ୍ଟାଡିୟମରେ ବିଦ୍ୟୁତ ବିଭ୍ରାଟ ଯୋଗୁ ଚେନ୍ନାଇ ସୁପର କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ପ୍ରାରମ୍ଭିକ ୨ ଓଭରରେ ନିଷ୍ପତ୍ତି ପୁନଃ ବିଚାର ପ୍ରକ୍ରିୟା (ଡିଆର୍‌ଏସ୍‌) ଉପଲବ୍ଧ ନ ଥିଲା। ଷ୍ଟାଡିୟମର ଗୋଟିଏ ଫ୍ଲଡଲାଇଟ୍‌ ଟାଓ୍ବାରରେ ବିଦ୍ୟୁତ ବିଭ୍ରାଟ ଘଟିଥିଲା। ଏଥିଯୋଗୁ ସିଏସ୍‌କେ ଇନିଂସର ୧.୪ ଓଭରରେ ଡିଆର୍‌ଏସ୍‌ ବ୍ୟବହାର କରାଯାଇ ପାରି ନ ଥିଲା, ଯାହାକି ସିଏସ୍‌କେ ପାଇଁ ଖୁବ୍‌ ମହଙ୍ଗା ସାବ୍ୟସ୍ତ ହୋଇଥିଲା। ଦଳର ଇନ୍‌ ଫର୍ମ ଓପନର ଡେଭନ କନଓ୍ବେ(୦) ଓ ରବିନ ଉଥପ୍ପା(୧) ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ ହୋଇଥିଲେ। କିନ୍ତୁ ଡିଆର୍‌ଏସ୍‌ ଉପଲବ୍ଧ ନ ଥିବାରୁ ସେମାନେ ଏହାର ଫାଇଦା ଉଠାଇ ପାରି ନ ଥିଲା। ଉଥପ୍ପା ଆଉଟ୍‌ ହେବାର ପରବର୍ତ୍ତୀ ବଲରେ ହିଁ ଡିଆର୍‌ଏସ୍‌ ଉପଲବ୍ଧ ହୋଇଥିଲା। ଏ ସମ୍ପର୍କରେ ଫିଲ୍ଡ ଅମ୍ପାୟର ଖେଳାଳିଙ୍କୁ ଜଣାଇଥିଲେ। ଟସ୍‌ର କିଛି କ୍ଷଣ ପୂର୍ବରୁ ଷ୍ଟାଡିୟମର ଏକ ଫ୍ଲଡଲାଇଟ୍‌ ବନ୍ଦ ହୋଇଯାଇଥିଲା। ଏହି କାରଣରୁ ଟସ୍‌ରେ ମଧ୍ୟ ବିଳମ୍ବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟାଟ୍ରିକ ମ୍ୟାନ୍‌ ଚହରଙ୍କୁ୍‌ ପୂର୍ବତନ କ୍ରିକେଟରଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧୧।୧୧- ଅନ୍ତର୍ଜାତୀୟ ଟି୨୦ରେ ପ୍ରଥମ ଭାରତୀୟ ଭାବେ ହ୍ୟାଟ୍ରିକ ଉଇକେଟ ହାସଲ କରିବା ପରେ ମିଡିୟମ ପେସର ଦୀପକ ଚହରଙ୍କୁ ପ୍ରଶଂସାର ସୁଅ ଛୁଟିଛି। ପୂର୍ବତନ...

୪ ପ୍ରସିଦ୍ଧ କ୍ରିକେଟରଙ୍କ ଭବିଷ୍ୟବାଣୀ: ପ୍ଲେ-ଅଫ୍‌ରେ ପହଞ୍ଚି ପାରିବ ନାହିଁ ଚେନ୍ନାଇ

ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସିଜନରେ ଚେନ୍ନାଇ ସୁପରକିଙ୍ଗ୍ସର ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ଦଳ ଟୁର୍ନାମେଣ୍ଟ ଇତିହାସରେ ପ୍ରଥମ ଥର ପାଇଁ ପ୍ଲେ ଅଫ...

ଲଗାତାର ଦ୍ୱିତୀୟ ଥର ପାଇଁ ୧୦୦ ଛୁଇଁ ପାରିଲାନି ବାଂଲାଦେଶ

ଦୁବାଇ,୪।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଅତ୍ୟନ୍ତ ନିମ୍ନମାନର ପ୍ରଦର୍ଶନ ଜାରି ରଖିଛି ବାଂଲାଦେଶ। ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ବାଂଲାଦେଶକୁ ମାତ୍ର ୭୩ ରନ୍‌ରେ ରୋକି ଦେଇଛି...

ଫେଡରରଙ୍କୁ ୧୦ମ ହାଲେ ଏଟିପି ଟାଇଟଲ

ହାଲେ ଓ୍ବେଷ୍ଟଫଲେନ (ଜର୍ମାନୀ), ୨୪ା୬ (ଏଏଫ୍‌ପି)-ରୋଜର ଫେଡରର ହାଲେ ଏଟିପି ଇଭେଣ୍ଟ ଜିତିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ବେଲଜିୟମର ଡେଭିଡ୍‌ ଗଫିନଙ୍କୁ ୭-୬ (୭/୨),...

ଇସ୍ରୋକୁ ଅଭିନନ୍ଦନ ଜଣାଇଲା ଭାରତୀୟ କ୍ରିକେଟ ଦଳ

ନୂଆଦିଲ୍ଲୀ,୨୩।୭: ଭାରତୀୟ ସ୍ପେସ ଇତିହାସରେ ଯୋଡି ହୋଇଛି ସ୍ବର୍ଣ୍ଣିମ ଅଧ୍ୟାୟ। ଆମେରିକା, ଚାଇନା ଓ ରୁଷ ପରେ ୪ର୍ଥ ଦେଶ ଭାବେ ଭାରତ ତା’ର ଚନ୍ଦ୍ରଯାତ୍ରା...

ଗିଲ୍‌ଙ୍କୁ ମ୍ୟାଚ ଫି’ର ଶତ ପ୍ରତିଶତ ଜରିମାନା

ନୂଆଦିଲ୍ଲୀ, ୮ା୧ (ପି.ଟି.)- ଅମ୍ପାୟରଙ୍କ ନିଷ୍ପତ୍ତିରେ ଅସହମତି ପ୍ରକାଶ କରିବା ଅଭିଯୋଗରେ କ୍ରିକେଟର ଶୁବମନ ଗିଲ୍‌ ଦଣ୍ଡିତ ହୋଇଛନ୍ତି। ତାଙ୍କୁ ମ୍ୟାଚ ଫି’ର ଶତପ୍ରତିଶତ ଜରିମାନା...

ଓଡ଼ିଶା ଏଫ୍‌ସିର ଆଉ ଏକ ପରାଜୟ

ବାମ୍ବୋଲିମ୍‌, ୨।୨: ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ଆଉ ଏକ ପରାଜୟ ବରଣ କରିଛି। ସୋମବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଦଳ ୦-୧...

ବିଜୟ ସହ ନମ୍ବରଓ୍ବାନକୁ ଫେରିଲା ଅଷ୍ଟ୍ରେଲିଆ

ସାଉଥାମ୍ପଟନ, ୧୦।୯(ଏପି)-  ରୋଜ ବାଓଲ ଷ୍ଟାଡିୟମରେ ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚରେ ଅଷ୍ଟ୍ରେଲିଆ ୫ ଉଇକେଟରେ ଇଂଲଣ୍ଡକୁ ହରାଇ ସାନ୍ତ୍ୱନା ମୂଳକ ବିଜୟ ହାସଲ କରିଛି।...

Advertisement
Archives

Model This Week