Posted inଜାତୀୟ

ରାଷ୍ଟ୍ର ନିର୍ମାଣର ବୋଝ ଥିବା କାନ୍ଧ ଉପରେ ଡ୍ରଗ୍ସ୍‌ ଆତଙ୍କ…

ନୂଆଦିଲ୍ଲୀ,୯।୧୦: ଦେଶର ଯୁବପିଢ଼ିଙ୍କୁ ଡ୍ରଗ୍ସ୍‌ ପ୍ରଭାବିତ କରୁଛି। ଏହା ଦେଶର ଭବିଷ୍ୟତ ପାଇଁ ବିପଦ। ଯୁବପିଢ଼ିଙ୍କ କାନ୍ଧରେ ରାଷ୍ଟ୍ର ନିର୍ମାଣ ବୋଝ ରହିଛି। ମାତ୍ର ସେମାନେ ଡ୍ରଗ୍ସ୍‌ କବଳରେ ପଡ଼ିବାରେ ଲାଗିଛନ୍ତି। ଫଳରେ ଡ୍ରଗ୍ସ୍‌ ଆତଙ୍କ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହେବାରେ ଲାଗିଛି। ଭାରତୀୟ ତଟରକ୍ଷୀ ବାହିନୀର ଅଳଙ୍କରଣ ଉତ୍ସବରେ ଯୋଗଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏଭଳି କହିଛନ୍ତି।

ପ୍ରତିବନ୍ଧିତ ନିଶା ପଦାର୍ଥର ବିକ୍ରି, କାରବାର ଉପରେ ରୋକ ଲଗାଇବା ଜରୁରୀ। ଏହା ଦ୍ୱାରା ଦେଶର ଅର୍ଥବ୍ୟବସ୍ଥା ସହିତ ଭବିଷ୍ୟତକୁ ସୁରକ୍ଷିତ ଏବଂ ସୁଦୃଢ଼ କରାଯାଇ ପାରିବ ବୋଲି ସେ କହିଛନ୍ତି।

ଭାରତୀୟ ତଟରକ୍ଷୀ ବାହିନୀ ଅସ୍ତ୍ରଶସ୍ତ୍ର ଚୋରା କାରବାର ଏବଂ ନିଶାଦ୍ରବ୍ୟ ବ୍ୟବସାୟ ରୋକିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ସମୁଦ୍ର ବାଟେ ହୋଉଥିବା ଡ୍ରଗ୍ସ୍‌ ଚୋରା ଚାଲାଣ ବିରୋଧରେ ତଟରକ୍ଷୀ ବାହିନୀ ପକ୍ଷରୁ ଜାରି ରହିଥିବା କାର୍ଯ୍ୟ ବେଶ୍‌ ପ୍ରଶଂସନୀୟ ବୋଲି ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି। ତେଣୁ ସମୁଦ୍ରର ସୁରକ୍ଷା ଅପରିହାର୍ଯ୍ୟ ହୋଇ ପଡ଼ିଛି। ଏହା ଦ୍ୱାରା ଦେଶର ଆଭ୍ୟନ୍ତରୀଣକୁ ସୁରକ୍ଷିତ ରଖାଯାଇ ପାରିବ ବୋଲି ସେ କହିଛନ୍ତି। ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ତଟରକ୍ଷୀ ବାହିନୀ ଯବାନଙ୍କୁ ବୀରତା ପୁରସ୍କାର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri