ନିଶା ନିବାରଣ କେନ୍ଦ୍ର ନାଁରେ ହରିଲୁଟ୍‌

ଯାଜପୁର ଅଫିସ,୨୧ା୧୧: ନିଶା ନିବାରଣ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ ହୋଇଛି। ସେଥିମଧ୍ୟରୁ ଯାଜପୁର ଜିଲାରେ ଥିବା ଏକ ନିଶା ନିବାରଣ କେନ୍ଦ୍ର ବା ଇଣ୍ଟିଗ୍ରେଟେଡ୍‌ ରିହାବିଲିଟେଶନ ସେଣ୍ଟର ଫର୍‌ ଏଡିକ୍ସ (ଆଇଆର୍‌ସିଏ) ନିମନ୍ତେ ଅନୁଦାନ ଯୋଗାଇ ଦିଆଯାଇଛି। ହେଲେ କୌଣସି କେନ୍ଦ୍ର ନଥାଇ ଭୂତ କେନ୍ଦ୍ର ଭାବେ ଦାୟିତ୍ୱ ନେଇଥିବା ସଂସ୍ଥା ଉକ୍ତ ଅର୍ଥକୁ ହରିଲୁଟ କରୁଥିବାର ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଜିଲା ପ୍ରଶାସନର କେତେକ ଅଧିକାରୀ ସମ୍ପୂର୍ଣ୍ଣ ଅବଗତ ଥାଇ ମଧ୍ୟ ଜିଲାପାଳଙ୍କୁ ବର୍ଷ ବର୍ଷ ଧରି ଅନ୍ଧକାରରେ ରଖିଥିବା ଚର୍ଚ୍ଚା ହେଉଛି। ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ତଥ୍ୟ ଅନୁଯାୟୀ ୨୦୧୬/୧୭ ଆର୍ଥତ୍କ ବର୍ଷରୁ ଯାଜପୁର ସଦର ମହକୁମାର ମାନସାପୋଲଠାରେ ଏକ ନିଶା ନିବାରଣ କେନ୍ଦ୍ର ଅଛି ବୋଲି ସରକାରୀ ଭାବେ ଦର୍ଶାଯାଉଛି। ରିପୋର୍ଟରେ ଏହି କେନ୍ଦ୍ରରେ ମୋଟ ୧୫ଟି ଶଯ୍ୟା ରହିଛି। ଡାକ୍ତର ଓ ନର୍ସ ମଧ୍ୟ କେନ୍ଦ୍ରରେ ଥିବା ଅନ୍ତେବାସୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେଉଛନ୍ତି ବୋଲି ରିପୋର୍ଟ କହୁଛି। ଏହି ସଂସ୍ଥାର ପରିଚାଳନା ଦାୟିତ୍ୱ ଏକ ସେବା ପ୍ରତିଷ୍ଠାନକୁ ଦିଆଯାଇଛି। ପ୍ରତ୍ୟେକ ବର୍ଷ ଏହି ନିଶା ନିବାରଣ କେନ୍ଦ୍ର ପାଇଁ କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ଶସକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ୨୨ଲକ୍ଷ ୨୬ ହଜାର ୪୨୦ ଟଙ୍କା ଅନୁଦାନ ମିଳୁଛି। ହେଲେ ମାନସାପୋଲଠାରେ ସେଭଳି କୌଣସି ସଂସ୍ଥା ନାହିଁ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri