Posted inଜାତୀୟ

ପାକିସ୍ତାନୀ ବୋଟ୍‌ରୁ ଅସ୍ତ୍ରଶସ୍ତ୍ର ସହ ୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ, ୧୦ ଗିରଫ

ଅହମ୍ମଦାବାଦ,୨୬।୧୨: ଭାରତୀୟ ତଟରକ୍ଷୀ ବାହିନୀ ସୋମବାର ଗୁଜୁରାଟର ଆରବ ସାଗର ଉପକୂଳରୁ ଏକ ପାକିସ୍ତାନୀ ବୋଟ୍‌କୁ ଜବତ କରିଛି। ବୋଟ୍‌ରେ ଥିବା ୧୦ଜଣ ପାକିସ୍ତାନୀ ନାଗରିକଙ୍କୁ ଗିରଫ କରାଯିବା ସହ ୪୦ କିଲୋଗ୍ରାମ ଡ୍ରଗ୍ସ,ବିଭିନ୍ନ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଛି। ତେବେ ଡ୍ରଗ୍ସର ଆନୁମାନିକ ମୂଲ୍ୟ ୩୦୦ କୋଟି ଟଙ୍କା ବୋଲି କୁହାଯାଉଛି। ଏହି ଅପରେଶନ ୨୫ ଏବଂ ୨୬ ଡିସେମ୍ବର ରାତିରେ କରାଯାଇଥିବା ଆଇସିଜି ପକ୍ଷରୁ ସୂଚନା ଦିଆଯାଇଛି।

ଆଇସିଜି ଅଧିକାରୀ କହିବା ମୁତାବକ, ଗୁଜୁରାଟ ଏଟିଏସର ଗୁପ୍ତଚର ସୂଚନା ଦେଇଥିଲେ କି ଏକ ପାକିସ୍ତାନୀ ବୋଟ୍‌ ଭାରତୀୟ ସୀମାକୁ ପ୍ରବେଶ କରୁଛି। ଏହା ପରେ ୨୫ ଏବଂ ୨୬ ଡିସେମ୍ବର ରାତିରେ ଅପରେଶନ ଆରମ୍ଭ ହୋଇଥିଲା। ଏଥିରେ କୋଷ୍ଚଗାର୍ଡର ପ୍ରହରା ଜାହାଜ ଆଇସିଜିଏସ ଅରିଞ୍ଜୟକୁ ନିୟୋଜିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ସ୍ୱାସ୍ଥ୍ୟ ସେବା ଉପରେ ଯୁଦ୍ଧର ଚେଙ୍କ: ବଢ଼ିପାରେ ପାରାସିଟାମଲ ଏବଂ ଆଣ୍ଟିବାୟୋଟିକ୍ସ ଦାମ୍‌!

ନୂଆଦିଲ୍‌ଲୀ,୨୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଖାଡ଼ି ଅଞ୍ଚଳରେ ଦେଖାଦେଇଥିବା ଅସ୍ଥିରତା ଯୋଗୁଁ ଭାରତର ପ୍ରାୟ ୫୦ ଅରବ ଡଲାର (୫୦ ବିଲିୟନ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ଟ୍ବିଶା ମାମଲାରେ ହାଇକୋର୍ଟଙ୍କ ପ୍ରମୁଖ ରାୟ: ପୁଣିଥରେ ପୋଷ୍ଟମର୍ଟମ କରିବେ AIIMS ଦିଲ୍ଲୀ ଟିମ୍‌

ଜବଲପୁର,୨୨।୫: ଭୋପାଳରେ ହୋଇଥିବା ବହୁଚର୍ଚ୍ଚିତ ଟ୍ବିଶା ମୃତ୍ୟୁ ମାମଲା ସମ୍ପର୍କରେ ହାଇକୋର୍ଟଙ୍କ ଶୁଣାଣି ସମୟରେ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଶୁଣାଣି ସମୟରେ, ସମର୍ଥ ସିଂହଙ୍କ ପ୍ରତିନିଧିତ୍ୱ କରୁଥିବା…

ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri