Posted inଜାତୀୟ

ଅଟାରୀ ସୀମାରୁ ପ୍ରାୟ ୭୦୦ କୋଟି ଟଙ୍କାର ୧୦୨ କିଲୋ ହେରୋଇନ ଜବତ

ଚଣ୍ଡିଗଡ଼,୨୫ ।୪: ପଞ୍ଜାବର ଅଟାରୀ ସୀମାରୁ ସୀମା ଶୁଳ୍କ ବିଭାଗ ରବିବାର ଯଷ୍ଠିମଧୁ ଭିତରେ ରଖାଯାଇଥିବା ପ୍ରାୟ ୧୦୨ କିଲୋଗ୍ରାମ ହିରୋଇନ ଜବତ କରିଛି । ଯାହାର ଦାମ ଅନ୍ତରାଷ୍ଟ୍ରୀୟ ବଜାରରେ ପାଖାପାଖି ୭୦୦ କୋଟି ଟଙ୍କା ହେବ ବୋଲି କୁହାଯାଉଛି । ଯଷ୍ଠିମଧୁର ଏକ ଟ୍ରିପ ଆଫଗାନିସ୍ତାନରୁ ଆସିଥିଲା । ସୀମା ଶୁଳ୍କ ବିଭାଗ ପକ୍ଷରୁ ଜାରି କରାଯାଇଥିବା ଏକ ସୂଚନା ଅନୁଯାୟୀ, ଅମୃତସର ସୀମା ଶୁଳ୍କ(ପି) କମିଶନଙ୍କ ଅଧିନରେ ଇଣ୍ଟିଗ୍ରେଟେଡ ଚେକ ପୋଷ୍ଟ(ଆଇସିପି) ଅଟାରୀ ଦ୍ୱାରା ମୋଟ ୧୦୨ କିଲୋଗ୍ରାମ ହେରୋଇନ ଜବତ କରାଯାଇଛି ।
ଅଧିକାରୀଙ୍କ ସୂଚନା ଅନୁଯାୟୀ, ଉକ୍ତ ହେରୋଇନ ଦିଲ୍ଲୀର ଜଣେ ବ୍ୟକ୍ତିଙ୍କ ଦ୍ୱାରା ଆଫଗାନିସ୍ତାନରୁ ଆସୁଥିବା ଯଷ୍ଠିମଧୁ ମଧ୍ୟରେ ଲୁଚାଇ ରଖାଯାଇଥିଲା । ଏବେ ଏହାର ଯାଞ୍ଚ ଆରମ୍ଭ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧିନତା ଦାବିରେ  ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri