Advertisement
Posted inଜାତୀୟ

୫୦ କୋଟି ଟଙ୍କାର ଡ୍ରଗ୍ସ, ୪କୁଇଣ୍ଟାଲ ଗଞ୍ଜେଇ ଜବତ: ୫ଗିରଫ

ଗୁଆହାଟୀ ,୨୧।୧୧: ଆସାମର ଚାଚର ଏବଂ କର୍ବି ଆଙ୍ଗ୍‌ଲଙ୍ଗ ଜିଲାରୁ ସୋମବାର ୫୦ କୋଟି ଟଙ୍କା ମୂଲ୍ୟର ଡ୍ରଗ୍ସ ଜବତ ହୋଇଛି। ଏହି ବେଆଇନ ନିଶାଦ୍ରବ୍ୟ ଚୋରା ଚାଲାଣ ଅଭିଯୋଗରେ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ଚାଚର ଜିଲାର ଲକ୍ଷ୍ମୀପୁର ଅଞ୍ଚଳରୁ ୧.୮୦ ଲକ୍ଷ ନିଶା ଟାବ୍‌ଲେଟ ଜବତ ହୋଇଛି, ଯାହାର ଅନ୍ତର୍ଜାତୀୟ ବଜାର ଦର ୫୦ କୋଟି ଟଙ୍କା ବୋଲି କୁହାଯାଉଛି। ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇଛି। ଏକ ଟ୍ରକ୍‌ର ସିକ୍ରେଟ୍‌ ଚାମ୍ବରରେ ଉକ୍ତ ଟାବଲେଟ୍‌ ଚାଲାଣ ହେଉଥିଲା। ଅନ୍ୟ ଏକ ଘଟଣାରେ କର୍ବି ଆଙ୍ଗ୍‌ଲଙ୍ଗ ଜିଲାରୁ ରବିବାର ୪ କୁଇଣ୍ଟାଲ ଗଞ୍ଜେଇ ଜବତ ହେବା ସହ ୨ ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୩ ବର୍ଷ ତଳେ ପ୍ରିୟଙ୍କା ଗାନ୍ଧୀଙ୍କୁ ମିଳିଥିଲା ଏହି ଘର, ପ୍ରତିମାସରେ ଭଡ଼ା ଦେବାକୁ ପଡ଼େ…

ନୂଆଦିଲ୍ଲୀ,୨ା୭: କଂଗ୍ରେସର ରାଷ୍ଟ୍ରୀୟ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଲୋଧି ଏଷ୍ଟେଟ୍‌ସ୍ଥିତ ସରକାରୀ ବଙ୍ଗଳାରେ ରହୁଥିଲେ। ତେବେ ଜାଣନ୍ତି ପ୍ରିୟଙ୍କାଙ୍କୁ ଏହି ଘର ଭଡ଼ା ପାଇଁ...

କୃଷକ-କେନ୍ଦ୍ର ବୈଠକ ନିଷ୍ଫଳ

ନୂଆଦିଲ୍ଲୀ,୨ା୧୨ (ପି.ଟି./ଆଇଏଏନ୍‌ଏସ୍‌): ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ଆନ୍ଦୋଳନରତ ଚାଷୀ ନେତାମାନଙ୍କ ସହ କେନ୍ଦ୍ର ସରକାରଙ୍କ ବୈଠକ ମଙ୍ଗଳବାର ଅମୀମାଂସିତ ରହିଛି। ୩୫ କୃଷକ...

ଅନ୍‌ଲକ-୩: ଏହି ରାଜ୍ୟରେ ଖୋଲିବ ହୋଟେଲ

ନୂଆଦିଲ୍ଲୀ,୧୯।୮: କରୋନା ମହାମାରୀ ଯୋଗୁ ଦେଶରେ ଏବେ ଅନ୍‌ଲକ-୩ ଜାରି ରହିଛି। ଏହି ଲକ୍‌ଡାଉନ ସମୟରେ କେନ୍ଦ୍ରସରକାର କେତେକ କଟକଣା ଜାରି କରିଛନ୍ତି। ତେବେ ରାଜ୍ୟର...

ବିଶ୍ୱରେ ୮କୋଟି ବିସ୍ଥାପିତ

ନୂଆଦିଲ୍ଲୀ, ୨୧ା୬: ଯୁଦ୍ଧ, ସଂଘର୍ଷ, ନିର୍ଯାତନା ଏବଂ ମାନବାଧିକାର ଉଲ୍ଲଂଘନ ଭଳି ସମସ୍ୟା ଲୋକଙ୍କୁ ବିସ୍ଥାପିତ କରିଚାଲିଛି। ଏସବୁର ପ୍ରଭାବରେ ୨୦୧୯ରେ ସାରା ବିଶ୍ୱର ୭...

ଭାରତର ଏହି ସ୍ଥାନକୁ ଯିବା ପାଇଁ ଲାଗିଥାଏ ଭିଜା

ସାରା ବିଶ୍ୱରେ ସେପ୍ଟେମ୍ବର ୨୭ରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ କରାଯାଇଛି। ବ୍ୟସ୍ତବହୁଳ ଜୀବନରୁ ଟିକେ ଜଞ୍ଜାଳ ମୁକ୍ତ ହୋଇ ମନଖୁସି କରିବା ଲାଗି ବିଭିନ୍ନ...

ନାଗପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଗୋଟିଏ ପରିବାରର ଚାଲିଗଲା ୪ ଜୀବନ

ନାଗପୁର,୧୦।୯: ମହାରାଷ୍ଟ୍ରର ନାଗପୁର ସାକାରଦାରା ଓଭରବ୍ରିଜ୍‌ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ୩ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ଗୁଡ଼ିକ...

ହିମାଚଳ ପ୍ରଦେଶରେ ଭାଜପାକୁ ଝଟକା: ଗୋଟିଏ ଲୋକ ସଭା, ୩ ବିଧାନସଭା ଆସନରେ ବାଜି ମାରିଲା କଂଗ୍ରେସ

ନୂଆଦିଲ୍ଲୀ,୨ ।୧୧: ହିମାଚଳ ପ୍ରଦେଶ ଉପନିର୍ବାଚନ ଫଳାଫଳ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଶକ୍ତ ଝଟକା ଦେଇଛି । ହିମାଚଳ ପ୍ରଦେଶରେ ହୋଇଥିବା ଉପ ନିର୍ବାଚନରେ...

ଥରିଲା ମୁମ୍ବାଇ

ମୁମ୍ବାଇ, ୧୭।୬: ମୁମ୍ବାଇରେ ବୁଧବାର ପୂର୍ବାହ୍ନ ୧୧ଟା ୫୧ରେ ଭୂକମ୍ପ ଅନୁଭୁତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୨.୫ ଥିବା ଜାତୀୟ ଭୂକମ୍ପ ଗବେଷଣା...

Advertisement
Archives

Model This Week