Posted inଅପରାଧ

ନିଶାରେ କନ୍‌ଷ୍ଟେବଳକୁ ଗୁଳି ମାରିଲେ ଏଏସ୍‌ଆଇ

ପାଟନା, ୨୦।୯: ବିହାରର ସାରଣ ଜିଲାରେ ଏକ ବଡ଼ ଘଟଣା ଘଟିଯାଇଛି। ଯେଉଁଠାରେ ପେଟ୍ରୋଲିଂ ସମୟରେ ଜଣେ କନ୍‌ଷ୍ଟେବଳ ଓ ନିଶାସକ୍ତ ଅବସ୍ଥାରେ ଥିବା ଏଏସ୍‌ଆଇଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ମାମଲା ଏତେ ବଢ଼ିଗଲା ଯେ ଏଏସ୍‌ଆଇ ହରେନ୍ଦ୍ର କୁମାର ନିଜ ସର୍ଭିସ ରିଭଲଭରରୁ କନ୍‌ଷ୍ଟେବଳଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ତେବେ ଗୁଳିଟି କନ୍‌ଷ୍ଟେବଳଙ୍କ ପେଟରେ ବାଜି ବାହାରି ଯାଇଥିଲା। ଫାୟାରିଂରେ ଆହତ ହୋଇଥିବା କନ୍‌ଷ୍ଟେବଳ ଅଶୋକଙ୍କୁ ସାଥୀ କର୍ମଚାରୀମାନେ ତୁରନ୍ତ ହସ୍ପିଟାଲ ନେଇଯାଇଥିଲେ। ଅଶୋକ ଏନେଇ ଥାନାରେ ଏକ ପ୍ରାଥମିକ ଏଫ୍‌ଆଇଆର୍‌ ଦାଖଲ କରିଛନ୍ତି। ଏହି ଘଟଣାଟି ଶନିବାର ବିଳମ୍ପିତ ରାତିରେ ଏନ୍‌ଏଚ୍‌ ୯୦ ମୁଖ୍ୟ ରାସ୍ତାର ଦୁସାଦ ଟୋଲି ନିକଟରେ ଘଟିଥିଲା। ଗୁଳି ମାରି ଏଏସ୍‌ଆଇ ଜଣଙ୍କ ଗାଡ଼ିରୁ ଡେଇଁ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?