Posted inଜାତୀୟ

ମଦମୃତ୍ୟୁ ମାମଲା: ସହାୟତା ଘୋଷଣା କଲେ ନୀତୀଶ

ପାଟନା, ୧୭।୪: ବିହାରରେ ବିଷାକ୍ତ ମଦମୃତ୍ୟୁ ସଂଖ୍ୟା ୨୬ରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୃତକଙ୍କ ପରିବାର ଲୋକଙ୍କୁ ୪ଲକ୍ଷ ଟଙ୍କାର କ୍ଷତିପୂରଣ ଯୋଗାଇ ଦେବାକୁ ଷୋଷଣା କରାଯାଇଛି ା ଏପରିକି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସିଏମ୍‌ ରିଲିଫ୍‌ ଫଣ୍ଡରୁ ଏହି ଆର୍ଥିକ ସହୟତା ଦିଆଯିବା ନେଇ ସେ ସୂଚନା ଦେଇଛନ୍ତି।
ସେ ଆହୁରି କହିଛନ୍ତି, ଏହି ଘଟଣାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାର ଆର୍ଥିକ ଭାବେ ସ୍ବଚ୍ଚଳ ନୁହଁନ୍ତି। ତେଣୁ ତାଙ୍କୁ ଏହି କ୍ଷତିପୂରଣ ଦେବା ନିହାତି ଆବଶ୍ୟକ। ମୃତକଙ୍କ ପରିବାର ନିଜ ମୃତକଙ୍କ ସମସ୍ତ ସୂଚନା ଜିଲା ଅଧୀକାରୀଙ୍କୁ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରି କି ଜନସାଧାରଣ ମଦ ଠାରୁ ଦୂରେଇ ରହିବାକୁ ସେ ନିବେଦନ କରିଛନ୍ତି।
ସୂଚନାଥାଉ କି, ମଦମୃତ୍ୟୁ ମାମଲାରେ ମୋହିହାରିର ଏସ୍‌ଟିଏଫର ଦୁଇ ଅଧିକାରୀ ଏବଂ ୪ଚୌକିଦାରଙ୍କୁ ନିଲମ୍ବନ କରାଯାଇଛି। ଏହି ଘଟଣାରେ ୫ଟି ମାମଲା ରୁଜୁ ହୋଇଛି। ଏବେ ଏହି ଘଟଣାରେ ୨୫ଜଣଙ୍କୁ ଗିରଫ କରାଯିବା ସହ ବେଆଇନ୍‌ ମଦ ବ୍ୟବସାୟ କରୁଥିବା ୧୦୩ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri