Posted inଜାତୀୟ

ନିଶାସକ୍ତ ଅବସ୍ଥାରେ ୨ ବର୍ଷର ଶିଶୁ ପୂତ୍ରକୁ ପିଟି ପିଟି ହତ୍ୟା କଲେ ବାପା

ହାଇଦ୍ରାବାଦ,୮।୧୧: ନିଶାସକ୍ତ ଅବସ୍ଥାରେ ୨ ବର୍ଷର ଶିଶୁ ପୂତ୍ରକୁ ହତ୍ୟା କଲେ ବାପା। ହାଇଦ୍ରାବାଦର ନେରେଡମେଟର ଜେଜେ ନାଗର ଏସ୍‌ଏସ୍‌ବି ଆପାର୍ଟମେଣ୍ଟରେ ସୋମବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି।

ସୂଚନାଯୋଗ୍ୟ, ସୋମବାର ରାତି ପ୍ରାୟ ୯.୩୦ରେ ପୁଅ କାନ୍ଦୁଥିବା ବେଳେ ସୁଧାକର ନିଶାସକ୍ତ ଅବସ୍ଥାରେ ପୁଅକୁ ପିଟି ପିଟି ହତ୍ୟା କରିଥିଲେ। ଏହାକୁ ନେଇ ଶିଶୁଟିର ମା’ ଦିବ୍ୟା ଥାନାରେ ଅଭିଯୋଗ କରିଥିଲେ। ତେବେ ଅଭିଯୋଗୁକୁ ଭିତ୍ତି କରି ପୋଲିସ ଭାରତୀୟ ଦଣ୍ଡବିଧି ଆଇନର ଧାରା ୩୦୨ ଅନୁଯାୟୀ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri