Posted inଜାତୀୟ

ନିଶାରେ ଚୁର୍‌ ଯୁବତୀ, ଶୋଇଗଲେ ରାସ୍ତାରେ; ଆଉ ତା’ ପରେ…

ମୁମ୍ବାଇ,୫ା୮: ମହାରାଷ୍ଟ୍ରର ପୁଣେରେ ଏକ ଅଜବ ଘଟଣା ନଜରକୁ ଆସିଛି। ଜଣେ ଯୁବତୀ ଅଚାନକ ରାସ୍ତା ଉପରେ ଜଣେ ଶୋଇପଡ଼ିଲେ। ଯୁବତୀଙ୍କ ଏପରି ଅବସ୍ଥା ଦେଖି ଶହ ଶହ ଗାଡ଼ିମୋଟର ରାସ୍ତାରେ ଅଟକି ରହିଗଲା। ଫଳରେ ଟ୍ରାଫିକ୍‌ ଜାମ୍‌ ହୋଇଗଲା।

କାହାକୁ କିଛି ବୁଝାପଡ଼ିଲାନି କ’ଣ ଘଟୁଛି। ଶେଷରେ ଜଣାପଡ଼ିଲା ଜଣେ ଯୁବତୀ ମଦ ନିଶାରେ ରାସ୍ତାରେ ଶୋଇଛନ୍ତି। ଏହାର କିଛି ସମୟରେ ଯୁବତୀ ଜଣକ ଉଠି କାଣ୍ଡ ଆରମ୍ଭ କରିଦେଲେ। କେତେବେଳେ ରାସ୍ତା ଉପରେ ଶୋଇ ପଡୁଥାନ୍ତି ତ ଆଉ କେତେବେଳେ ବସି ଗାଡ଼ି ମୋଟରକୁ ଅଟକାଉଥାନ୍ତି। ତାଙ୍କର ଏହି ହାଇ ଡ୍ରାମା ଦେଖି କେହି ଜଣେ ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଶେୟାର କରିଦେଇଛନ୍ତି। ଯାହା ଏବେ ଖୁବ୍‌ ଭାଇରାଲ ହେଉଛି।

ପୁଣେର ସ୍ବାରଗେଟ୍‌ ଅଞ୍ଚଳରେ ଏହି ଘଟଣା ଦେଖିବାକୁ ମିଳିଛି। ଯୁବତୀ ଜଣକ ନିଶାରେ ପୂରା ଚୁର୍‌ ଥିଲେ। ଯେଉଁ ଗାଡ଼ି ଗଲା ତାକୁ ଅଟକାଇଲେ। କିଛି ସମୟ ଧରି ଏପରି ଡ୍ରାମା କରିବା ପରେ ପୁଣେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବତୀଙ୍କୁ ଧରି ନେଇ ପଚରାଉଚରା କରୁଛି। ବର୍ତ୍ତମାନ ସୁଦ୍ଧା ଯୁବତୀଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ମାତ୍ର ଭିଡିଓଟି ଖୁବ୍‌ ତୀବ୍ର ବେଗରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri