Posted inଜାତୀୟ

ସ୍ତ୍ରୀଙ୍କୁ ବେଲ୍ଟରେ ପିଟି ପିଟି ହତ୍ୟା

କୋଟା,୧।୩ : ରାଜସ୍ଥାନର ଝାଲାଓ୍ବର ଜିଲାରେ ଜଣେ ମଦ୍ୟପ ସ୍ବାମୀ ଚମଡ଼ା ବେଲ୍ଟରେ ପିଟି ପିଟି ସ୍ତ୍ରୀଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି। ଏ ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରିଛି ଝାଲାଓ୍ବର ପୋଲିସ। ପୋଲିସ ଅନୁଯାୟୀ, ବିମଳାବାଇ (୩୧)ଙ୍କ ଉପରେ ଶନିବାର ରାତିରେ ଅକଥନିୟ ଅତ୍ୟାଚାର ଦେଇଥିଲେ ସ୍ବାମୀ ରାକେଶ ମୀନା। ତାଙ୍କୁ ଗୁରୁତର ଅବସ୍ଥାରେ ଝାଲାଓ୍ବର ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରବିବାର ସକାଳେ ତାଙ୍କ ମୃତ୍ୟୁ ଘଟିଥିଲା।

ମହିଳାଙ୍କ ବାପା-ମା’ ହତ୍ୟା ମାମଲା ରୁଜୁ କରିବା ପରେ ରବିବାର ରାତିରେ ରାକେଶ ମୀନାଙ୍କୁ ଗିରଫା କରାଯାଇଛି ବୋଲି ଏକଲେରା ଥାନା ଏସ୍‌ଏଚ୍‌ଓ ଲକ୍ଷମଣ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ କେନ୍ଦ୍ରକୁ ଝଟକା

ନୂଆଦିଲ୍ଲୀ, ୧୦।୭: ନୂଆ ଆଇଟି ନିୟମର ବୈଧତାକୁ ଚ୍ୟାଲେଞ୍ଜ କରି ଦେଶର ବିଭିନ୍ନ ହାଇକୋର୍ଟରେ ଦାଏର ହୋଇଥିବା ସମସ୍ତ ପିଟିଶନର ଶୁଣାଣି ସୁପ୍ରିମକୋର୍ଟରେ ହେଉ ବୋଲି...

୧ କୋଟି ଡୋଜ୍‌ ଭାକ୍ସିନ୍‌ ପାଇଁ ଗ୍ଲୋବାଲ ଟେଣ୍ଡର ଜାରି କଲେ ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୨୯।୫: କରୋନା ଟିକା ଅଭାବ ପୂରଣ ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ ୧ କୋଟି ଡୋଜ୍‌ ଭାକ୍ସିନ୍‌ ପାଇଁ ଗ୍ଲୋବାଲ ଟେଣ୍ଡର ଜାରି...

ଶ୍ରୁତିଙ୍କ ବିରୋଧରେ ଭାଜପାର ଅଭିଯୋଗ

ଚେନ୍ନାଇ,୭।୪: ବର୍ତ୍ତମାନ ଦେଶରେ ଗୋଟିଏ ପଟେ କରୋନା ଆତଙ୍କ ଖେଳାଇଥିବା ବେଳେ ଅନ୍ୟପଟେ ନିର୍ବାଚନୀ ମାହୋଲ ରହିଛି। ନିକଟରେ ୩ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ...

ଭାରତୀୟମାନେ ଗିନି ପିଗ୍‌ ନୁହନ୍ତି

ନୂଆଦିଲ୍ଲୀ,୧୪ା୧: ମହାମାରୀ କରୋନାରୁ ମୁକ୍ତି ପାଇଁ କେନ୍ଦ୍ର ସରକାର ଭାକ୍ସିନ ଆମଦାନୀ କରି ବିଭିନ୍ନ ସହରକୁ ପଠାଉଥିବାବେଳେ ଏହାର ରିଲିଜ୍‌କୁ ନେଇ ବିବାଦ ଆରମ୍ଭ ହୋଇଛି।...

କଶ୍ମୀରରେ ‘୩୭୦’ ପାଇଁ ମେଣ୍ଟ

ଶ୍ରୀନଗର/ନୂଆଦିଲ୍ଲୀ,୧୬।୧୦:ପିପୁଲ୍ସ ଡେମୋକ୍ରଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତିଙ୍କ ମୁକ୍ତି ପରେ ଜମ୍ମୁ-କଶ୍ମୀରରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଜମ୍ମୁ ଓ କଶ୍ମୀରକୁ ସ୍ବତନ୍ତ୍ର...

ସ୍ତ୍ରୀଙ୍କୁ ଭରଣପୋଷଣ ଆଦେଶ ଦେଲେ ଅଦାଲତ: ୫ ବସ୍ତା କଏନ୍‌ ନେଇ କୋର୍ଟରେ ପହଞ୍ଚିଲେ ସ୍ବାମୀ

ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ପାଇଁ ଏକ ପରିବାର ଅଦାଲତଙ୍କ ରାୟ ପରେ ସ୍ବାମୀ କୋର୍ଟରେ ୫ ବସ୍ତା କଏନ୍‌ ନେଇ ପହଞ୍ଚିଛନ୍ତି। ଏଭଳି ଏକ ରୋଚକ...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ୪ ବ୍ୟବସାୟୀଙ୍କ ଘରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨୮।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜମ୍ମୁ-କଶ୍ମୀରର ରବିବାର ୪ ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇଛି। ଏନ୍‌ଆଇଏ ପକ୍ଷରୁ ଉତ୍ତର କଶ୍ମୀରର ବାରମୁଳା ଜିଲାରେ ଏହି...

କରୋନା ସଂକ୍ରମଣ ଭୟରେ ଆତ୍ମହତ୍ୟା କଲେ ୫୦ ବର୍ଷ ବୟସ୍କ ବ୍ୟକ୍ତି

ତିରୁପତି,୧୨।୨: ଆନ୍ଧ୍ରପ୍ରଦେଶରେ ଜଣେ ବ୍ୟକ୍ତି କରୋନା ଭୁତାଣୁ ସଂକ୍ରମଣ ଭୟରେ ଆତ୍ମହତ୍ୟା କରିଛନ୍ତି। ଚିତୋର ଜିଲାର ସେଶାମନାଇଡୁ କାଣ୍ଡ୍ରିଗା ଗାଁରେ ବାସ କରୁଥିବା ୫୦ ବର୍ଷ...

Advertisement


Archives

Model This Week