Posted inଫୁରସତ

ନିଶାରେ ଟଳମଳ ମାଙ୍କଡ଼, ଭିଡ଼ିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ମାଙ୍କଡ଼କୁ ଦେଖିବାକୁ ମିଳୁଛି। ମାଙ୍କଡ଼ଟି ଏକ ମଦ ବୋତଲ ଟେକି ତାହାକୁ ପିଇ ଦେଉଛି। ପରେ ନିଶାରେ ତା’ର ଆଖି ବନ୍ଦ ହୋଇଯାଉଛି। ପରେ ସେ ଦୁଇଗୋଡ଼ କରିଯାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏବେ ବିଶ୍ୱଯୁଦ୍ଧ ଥୟ! ଆମେରିକା ପରେ ଇରାନକୁ ଧମକ ଦେଲେ ୬ ଦେଶ, ଆଗକୁ…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ମଧ୍ୟରେ, ସାଉଦି ଆରବ, କତାର, କୁୱେତ, ସଂଯୁକ୍ତ ଆରବ ଏମିରେଟ୍ସ, ବାହାରିନ ଏବଂ ଜୋର୍ଡାନ ମିଳିତ ଭାବରେ ଇରାନ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri