ନିଶାସକ୍ତଙ୍କ ଉନ୍ମତ୍ତ କାଣ୍ଡ: ଯୁବକଙ୍କ ମଳଦ୍ୱାରରେ ଭର୍ତ୍ତି କଲେ ଗ୍ଲାସ

ବଲାଙ୍ଗୀର ଅଫିସ,୧୬।୯: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି । ତିନି ଜଣ ଅଚିହ୍ନା ନିଶାସକ୍ତ ଯୁବକ ଉକ୍ତ ଗ୍ରାମର କରୁଣା ଭୋଇ (୧୮) ନାମକ ଜଣେ ଯୁବକଙ୍କ ମଳଦ୍ୱାରରେ ଜୋର ଜବରଦସ୍ତି ଏକ ଷ୍ଟିଲ ଗ୍ଲାସ ଭର୍ତ୍ତି କରିଦେଇଥିବା ଜଣାପଡିଛି । ଗୁରୁତର ଯୁବକଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଅଣାଯାଇଥିଲେ ମଧ୍ୟ ଏଠାରେ ଅସ୍ତ୍ରୋପଚାର ସୁବିଧା ନଥିବାରୁ ତାଙ୍କୁ ବୁର୍ଲା ଭିମସାର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। କରୁଣା ବୁଧବାର ସନ୍ଧ୍ୟାରେ ଗାଁ ନିକଟ ବନ୍ଧକୁ ଶୌଚ ପାଇଁ ଯାଉଥିବା ବେଳେ ମଦୁଆଙ୍କ ହାବୁଡ଼ରେ ପଡ଼ିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପିପିଲି ଉପନିର୍ବାଚନ: ଦିନ ୩ଟା ସୁଦ୍ଧା ୫୯.୭୨% ମତଦାନ

ପୁରୀ ଅଫିସ,୩୦।୯: ପିପିଲି ଉପନିର୍ବାଚନକୁ ନେଇ ଗୁରୁବାର ମତଦାନ ଜାରି ରହିଛି। ଦିନ ୩ଟା ସୁଦ୍ଧା ୫୯.୭୨% ମତଦାନ ହୋଇଛି। ପୂର୍ବରୁ ସକାଳ ୯ଟା ସୁଦ୍ଧା...

ଅଭିଯୁକ୍ତଙ୍କୁୁ ଗିରଫ କରିବା ନାଁ ଧରୁନି ପୋଲିସ

ପଟ୍ଟାଙ୍ଗୀ,୧୩।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ପୁକାଲି ସଦର ପଞ୍ଚାୟତରେ ବସବାସ କରୁଥିବା ୧୦ଟି ପରିବାରଙ୍କୁ ଅତର୍କିତ ଆକ୍ରମଣ ଘଟଣାର ଏଯାଏ ପୋଲିସ ତଦନ୍ତ କରୁନାହିଁ।...

ଯୁବ ବିଜେଡି ଉପସଭାପତି ଗିରଫ

ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ ବିଜେଡି ଉପସଭାପତି କରୁଣା ସାଗର ଖଟୁଆ ମଙ୍ଗଳବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ସୋମବାର ସାହାରପଡା ବ୍ଲକ କାର୍ଯ୍ୟାଳୟ ପରିସରରେ...

ଗାନ୍ଧୀଛକରେ ବୈଜୟନ୍ତ ପଣ୍ଡାଙ୍କ କୁଶପୁତ୍ତଳିକା ଦାହ

ଭବାନୀପାଟଣା,୨୧।୧୦(ଡି.ଏନ.ଏ.): ଭାଜପା ନେତା ବୈଜୟନ୍ତ ପଣ୍ଡା ସୋସିଆଲ ମଡିଆରେ ଓଡ଼ିଶା ଭଳି ଏକ ଶାନ୍ତି ପ୍ରିୟ ରାଜ୍ୟକୁ ପାକିସ୍ତାନ ସହ ତୁଳନା କରିବା ଘଟଣାକୁ ତୀବ୍ର...

୨ ବର୍ଷ ହେଲା ବନ୍ଦ ପାସେଞ୍ଜର ଟ୍ରେନ୍‌

ଯାଜପୁର ଅଫିସ,୧୬।୩: ରାଜ୍ୟରେ ପାସେଞ୍ଜର ଟ୍ରେନ ଚଳାଚଳ ଗତ ୨ ବର୍ଷ ପରେ ବି ସ୍ବାଭାବିକ ହୋଇପାରିନାହିଁ। ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି।...

ରାଇକିଆରୁ ଯୁବତୀ ଚାଲାଣ: ଘରୋଇ ବସ୍‌ରୁ ୨ ନାବାଳିକା, ୮ ଯୁବତୀ ଉଦ୍ଧାର; ୨ ଦଲାଲ ଅଟକ

ରାଇକିଆ,୧୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଅଞ୍ଚଳରୁ ରାଜ୍ୟ ବାହାରକୁ ଯୁବତୀ ଓ ନାବାଳିକା ଚାଲାଣ ହେଉଥିବା ସନ୍ଦେହ କରି ରାଇକିଆ ପୋଲିସ ବୁଧବାର ଏକ ଘରୋଇ ବସ୍‌...

ବିହାରରୁ ନିଖୋଜ ବୃଦ୍ଧ ଢେଙ୍କାନାଳରୁ ଉଦ୍ଧାର

ଢେଙ୍କାନାଳ ଅଫିସ, ୩୦।୧୦: ବିହାରରୁ ୭ମାସ ତଳେ ନିଖୋଜ ହୋଇଯାଇଥିବା ଜଣେ ବୃଦ୍ଧଙ୍କୁ ଦୀପାବଳି ଦିନ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରୁ ଉଦ୍ଧାର କରାଯାଇଛି।...

ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧.୭୦ ଲକ୍ଷ

ରୂପ୍‌ସା, ୧୩।୩(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ଛକ ନିକଟରେ ଶୁକ୍ରବାର ଜଣେ ଗୋରୁ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼ କରି...

Advertisement
Archives

Model This Week