ନିଶାସକ୍ତଙ୍କ ଉନ୍ମତ୍ତ କାଣ୍ଡ: ଯୁବକଙ୍କ ମଳଦ୍ୱାରରେ ଭର୍ତ୍ତି କଲେ ଗ୍ଲାସ

ବଲାଙ୍ଗୀର ଅଫିସ,୧୬।୯: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି । ତିନି ଜଣ ଅଚିହ୍ନା ନିଶାସକ୍ତ ଯୁବକ ଉକ୍ତ ଗ୍ରାମର କରୁଣା ଭୋଇ (୧୮) ନାମକ ଜଣେ ଯୁବକଙ୍କ ମଳଦ୍ୱାରରେ ଜୋର ଜବରଦସ୍ତି ଏକ ଷ୍ଟିଲ ଗ୍ଲାସ ଭର୍ତ୍ତି କରିଦେଇଥିବା ଜଣାପଡିଛି । ଗୁରୁତର ଯୁବକଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଅଣାଯାଇଥିଲେ ମଧ୍ୟ ଏଠାରେ ଅସ୍ତ୍ରୋପଚାର ସୁବିଧା ନଥିବାରୁ ତାଙ୍କୁ ବୁର୍ଲା ଭିମସାର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। କରୁଣା ବୁଧବାର ସନ୍ଧ୍ୟାରେ ଗାଁ ନିକଟ ବନ୍ଧକୁ ଶୌଚ ପାଇଁ ଯାଉଥିବା ବେଳେ ମଦୁଆଙ୍କ ହାବୁଡ଼ରେ ପଡ଼ିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭିରକାପଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି: ଗାଁରେ ପହଞ୍ଚିଲା ମେଡ଼ିକାଲ ଟିମ୍‌

କୋକସରା,୧୧।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଭିରକାପଡାରେ ଗତ ଏକ ସପ୍ତାହ ହେବ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଅନେକ ଲୋକ ସଂକ୍ରମିତ ହୋଇ...

ଚିକିଛା ଅଭାବୁ ମୁର୍‌ତୁ ସଂଗେ ଯୁଝୁଛନ୍‌ ରବି

  କୋମନା, ୨।୧୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ସମରସିଙ୍ଗ ପଁଚେତ୍‌ ଅଧୀନ ଖଜୁରବାହାଲ ଗଁାର ରବି ରାଉତ(୩୬)। ସେ ମାସକେତେ ତଲେ ଗୁଟେ ଦୁରଘଟନାର...

ଖୋଲିଲା ସ୍କୁଲ: ଆଜିଠୁ ଶ୍ରେଣୀକକ୍ଷରେ ପାଠପଢ଼ା

ପୁରୀ ଅଫିସ,୨୬।୭: ରାଜ୍ୟରେ ସୋମବାରଠାରୁ ଦଶମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ବିଦ୍ୟାଳୟ ଖୋଲିଲା। କରୋନା ସଂକ୍ରମଣ ଯୋଗୁ ଦୀର୍ଘଦିନ ଧରି ସ୍କୁଲ ବନ୍ଦ ରହିଥିଲା। ସଂକ୍ରମଣ ଆଶିଂକ...

ଭିମ୍‌ସାରରେ ଘରୋଇ ଆମ୍ବୁଲାନ୍ସ ଉପରେ କଟକଣା

ସମ୍ବଲପୁର,୯ା୫(ବ୍ୟୁରୋ)-ସମ୍ବଲପୁର ବୁର୍ଲା ଭିମ୍‌ସାର ପରିସରରେ ଘରୋଇ ଆମ୍ବୁଲାନ୍ସଗୁଡିକ ପାର୍କିଂ କରିପାରିବେ ନାହିଁ। ମେଡିକାଲ କ୍ୟାମ୍ପସ ବାହାରେ ରହିବେ। ରୋଗୀ ବା ସେମାନଙ୍କ ସମ୍ପର୍କୀୟଙ୍କ ସହ ମୂଲଚାଲ...

ପର୍ଯ୍ୟଟନସ୍ଥଳୀର ସ୍ଥିତି ଉପରେ ସମୀକ୍ଷା: ଶୌଚାଳୟ, ପାନୀୟଜଳ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୭।୧୦-ବାଲେଶ୍ୱର ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଶନିବାର ରାଜ୍ୟ ସରକାରଙ୍କ ପର୍ଯ୍ୟଟନମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଜିଲାର ଥିବା ସମସ୍ତ ପର୍ଯ୍ୟଟନସ୍ଥଳୀଗୁଡ଼ିକର...

ଏପିଓ ଦାୟିତ୍ୱ ସମ୍ଭାଳୁଛନ୍ତି ଜିଆର୍‌ଏସ୍‌

ନାଉଗାଁ , ୬।୨ (ସ୍ବ.ପ୍ର.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ମାଧ୍ୟମରେ କରାଯାଉଥିବା ବିଭିନ୍ନ କାର୍ଯ୍ୟର ସୂଚନା ଓ ତଦାରଖ ବ୍ଲକ ଏପିଓ (ଆଡିସନାଲ୍‌ ପ୍ରୋଗ୍ରାମ୍‌ ଅଫିସର୍‌) କରିଥାନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ...

‘ମିରର ମେଜ୍‌’ରେ ବାଟବଣା

କଟକ ଅଫିସ, ୨।୮:ଲୋକଙ୍କ ମନୋରଞ୍ଜନ ପାଇଁ କଟକସ୍ଥିତ ରାଜ୍ୟ ନୌବାଣିଜ୍ୟ ସଂଗ୍ରହାଳୟରେ ଆରମ୍ଭ ହୋଇଛି ‘ମିରର ମେଜ୍‌’। ଏହା ଭୁଲ ଭୁଲେୟା ସଦୃଶ। ଏଥିମଧ୍ୟରେ ଲୋକେ...

୩୦ରେ ଭଣ୍ଡାରିପୋଖରୀରେ କଂଗ୍ରେସର ବିକ୍ଷୋଭ

ଭଣ୍ଡାରିପୋଖରୀ,୨୪।୬(ଡି.ଏନ୍‌.ଏ): କେନ୍ଦ୍ର ସରକାରଙ୍କ ତୈଳଦର ବୃଦ୍ଧି ପ୍ରତିବାଦରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କଂଗ୍ରେସ ପକ୍ଷରୁ ୩୦ ତାରିଖ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ...

Advertisement
Archives

Model This Week