Posted inଜାତୀୟ

କୋଭିଡ୍‌ ଆକ୍ରାନ୍ତଙ୍କୁ ଦିଆଯିବ ଡିଆର୍‌ଡିଓ ପ୍ରସ୍ତୁତ ମେଡିସିନ

ନୂଆଦିଲ୍ଲୀ,୧୬।୫: କୋଭିଡ୍‌ ଚିକିତ୍ସା ପାଇଁ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍‌ଡିଓ) ଦ୍ୱାରା ବିକଶିତ ଔଷଧ ୨-ଡିଓକ୍ସି-ଡି-ଗ୍ଲୁକୋଜ୍‌ (୨-ଡିଜି) ସୋମବାର ହସ୍ପିଟାଲକୁ ପଠାଯିବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନୂଆଦିଲ୍ଲୀର ବିଭିନ୍ନ ହସ୍ପିଟାଲକୁ ପ୍ରାୟ ୧୦,୦୦୦ ଡୋଜ୍‌ ଔଷଧ ବଣ୍ଟନ କରିବେ। ହାଇଦ୍ରାବାଦର ଡ. ରେଡିସ୍‌ ଲାବରେଟୋରୀ ସହ ମିଳିତ ଭାବେ ଡିଆର୍‌ଡିଓ ଏହି ଔଷଧ ପ୍ରସ୍ତୁତ କରିଛି। ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ଏହାର ଜରୁରୀ ବ୍ୟବହାର ପାଇଁ ଅନୁମୋଦନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୪।୫: କରୋନା ମହାସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ନିଜ କୁକର୍ମରୁ ବାଦ ପଡ଼ୁନି। କେତେବେଳେ ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି ତ ଆଉ...

‘ବ୍ରାହ୍ମଣ’ର ଅର୍ଥ ବୁଝାଇଲେ ମନ୍ତ୍ରୀ

ଲକ୍ଷ୍ନୌ,୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସିଲାଣି । ଇତିମଧ୍ୟରେ ଉପ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା...

ଦେଶବାସୀଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ସବୁଦିନ ପାଇଁ ମନେ ରହିବେ କଲାମ: ମୋଦି

ନୂଆଦିଲ୍ଲୀ,୧୫ ।୧୦: ମିଶାଇଲ ମ୍ୟାନ, ଭାରତ ରତ୍ନ ତଥା ଭାରତର ୧୧ତମ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କ ୯୦ତମ ଜନ୍ମଦିନରେ ଦେଶ ତାଙ୍କୁ ମନେ...

ବଢ଼ିଲା ସୁରକ୍ଷା: ୫ନେତାଙ୍କ ସମେତ ୬ଜଣଙ୍କୁ ମିଳିଲା ବୁଲେଟ ପ୍ରୁଫ୍‌ ଜ୍ୟାକେଟ

ଚଣ୍ଡିଗଡ଼,୭।୧୧: ପଞ୍ଜାବ ଅମୃତସରରେ କିଛି ଦିନ ତଳେ ଦିନ ଦ୍ୱିପ୍ରହରରେ ଶିବସେନା ନେତା ସୁଧୀର ସୁରୀଙ୍କୁ ହତ୍ୟା କରାଯିବା ପରେ ପଞ୍ଜାବ ସରକାର ହିନ୍ଦୁ ନେତାଙ୍କ...

ନିର୍ବାଚନ ପୂର୍ବରୁ ରାଜ୍ୟବାସୀଙ୍କୁ ୯ ମେଡ଼ିକାଲ କଲେଜ ଉପହାର…

ଲକ୍ଷ୍ନୌ,୨୫।୧୦: ଉତ୍ତରପ୍ରଦେଶରେ ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ୯ଟି ମେଡ଼ିକାଲ କଲେଜ ଉପହାର ଦେଇଛନ୍ତି।...

ମାଲଦା ପ୍ଲାଷ୍ଟିକ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମାଲଦା,୧୯ା୧୧-ପଶ୍ଚିମବଙ୍ଗର ମାଲଦା ଜିଲା ସୁଜାପୁର ଅଞ୍ଚଳରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ଗୁରୁବାର ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ...

ମନ୍ଦିର ଭଙ୍ଗାକୁ ବିରୋଧକରି ଦଳିତଙ୍କ ବିକ୍ଷୋଭ:ଭୀମ ଆର୍ମି ମୁଖ୍ୟଙ୍କ ସମେତ ୯୬ ଗିରଫ

ନୂଆଦିଲ୍ଲୀ, ୨୩ା୮(ପି.ଟି.):ଦିଲ୍ଲୀ ପୋଲିସ ତୋଗଲକବାଦ୍‌ଠାରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ସମେତ ୯୬ ବିକ୍ଷୋଭକାରୀଙ୍କୁ ଗିରଫ କରିଛି। ଏମାନେ ବେଆଇନ ଭାବେ ଏକାଠି ହୋଇ...

ମଣିପୁର ହିଂସା: ମହିଳାଙ୍କ ଭିଡିଓ ଭାଇରାଲ ଘଟଣା ଶୁଣାଣି ଆଜି, ଅନ୍ୟ ରାଜ୍ୟକୁ ମାମଲା ଟ୍ରାନ୍ସଫର କରିବାକୁ ଅନୁରୋଧ

ନୂଆଦିଲ୍ଲୀ,୩୧।୭: ଦୀର୍ଘ ୩ ମାସ ପରେ ବି ଶାନ୍ତ ପଡିନି ମଣିପୁର। ଆଜିବି ସେଠାରେ ସ୍ଥାନେ ସ୍ଥାନେ ହିଂସାର ବାତାବରଣ ଦେଖିବାକୁ ମିଳୁଛି। ଗୋଟିଏ ପଟେ...

Advertisement
Archives

Model This Week