ଶନିବାରଠାରୁ ଡ୍ରାଏ ରନ

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ କୋଭିଡ ଟିକାକରଣର ଡ୍ରାଏ ରନ ଶନିବାର ହେବ । ପ୍ରକୃତ ଟିକା ଆସିବା ପରେ ଲୋକଙ୍କୁ କିପରି ସୁରୁଖୁରୁରେ ଦିଆଯିବ, ତାର ପୂର୍ବ ଅଭ୍ୟାସ କରାଯିବ। ଏ ନେଇ ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଥିବା ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି । ପୂର୍ବରୁ ଗୁରୁବାର କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହିତ କୋଭିଡ ଟିକାକରଣ ନେଇ ଆଲୋଚନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri