Posted inଫୁରସତ

ସାଇକେଲରେ ଡ୍ରାଏ ରନ୍‌ ଟିକା

ବାରାଣସୀ, ୬ା୧: କୋଭିଡ୍‌-୧୯ ଟିକାକରଣକୁ ସଫଳତାର ସହ ସମ୍ପୂର୍ଣ୍ଣ କରାଯିବାକୁ ସାରା ଦେଶରେ ଡ୍ରାଏରନ୍‌ କରାଯାଉଛି। ତେବେ ଉତ୍ତରପ୍ରଦେଶରେ ଏଥିରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନମଣ୍ଡଳୀ ବାରାଣସୀରେ ଟିକାକୁ ସାଇକେଲରେ ବୁହାଯାଉଥିବା ଘଟଣା ସାମ୍‌ନାକୁ ଆସିବା ପରେ ଟିକାକରଣର ସଫଳତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଚୌକାଘାଟସ୍ଥିତ ଓମେନ୍ସ ହସ୍ପିଟାଲଠାରେ ଜଣେ କର୍ମଚାରୀ ଭାକ୍ସିନକୁ ସାଇକେଲରେ ନେଇଯାଉଥିବା ଦେଖିବାକୁ ମିଳିଥିଲା। ଏପରିକି ସେଠାରେ ସୁରକ୍ଷାକର୍ମୀମାନେ ମଧ୍ୟ ଉପସ୍ଥିତ ଥିଲେ। ଭ୍ୟାନ ଯୋଗେ ଅନ୍ୟ ସେଣ୍ଟରକୁ ଟିକା ନିଆଯାଇଥିବାବେଳେ କେବଳ ଓମେନ୍ସ ହସ୍ପିଟାଲକୁ ସାଇକେଲରେ ଏହାକୁ ବୁହାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଡ୍ରାଏ ରନ୍‌କୁ ନିୟମାନୁଯାୟୀ ସଫଳତାର ସହ ଶେଷ କରିବାକୁ ସୋମବାର ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri