ଡ୍ରଇଂରୁମ୍‌ ଡେକୋରେଶନ୍‌

ଡ୍ରଇଂରୁମ୍‌ ହେଉଛି ଗୋଟିଏ ଘରର ମୁଖ୍ୟ ଆକର୍ଷଣ। ତେଣୁ ଏହାକୁ ସଜାଇବା ବେଳେ କେତୋଟି କଥା ପ୍ରତି ଧ୍ୟାନ ଦେଲେ ତାହା ଅଧିକ ସୁନ୍ଦର ତଥା ଆଇକ୍ୟାଚି ଲାଗିବ।

ଜାଣନ୍ତୁ କିପରି ସଜାଇବେ ଡ୍ରଇଂରୁମ୍‌…

-ପ୍ରଥମ କଥା ହେଉଛି ଡ୍ରଇଂରୁମକୁ ଫାଙ୍କା ଫର୍ଚ୍ଚା ରଖିବାକୁ ଚେଷ୍ଟା କରନ୍ତୁ। ଯଦିଓ ଶୋ ପିସ୍‌, ଓ୍ବାଲ୍‌ହ୍ୟାଙ୍ଗିଙ୍ଗ୍‌ ଆଦି ଡ୍ରଇଂରୁମର ଶୋଭା ବଢ଼ାଇଥାଏ, ହେଲେ ଆବଶ୍ୟକତାଠାରୁ ଅଧିକ ରଖିବା ଦ୍ୱାରା ଜାକି ହେବା ଭଳି ଲାଗିଥାଏ। ସେହିପରି ଫର୍ନିଚର, ଟିଭି ଏବଂ ଅନ୍ୟାନ୍ୟ ଡେକୋରେଟିଭ୍‌ ସାମଗ୍ରୀକୁ ଏପରି ସଜାନ୍ତୁ, ଯେପରି ସେସବୁ ନା କେବଳ ସୁନ୍ଦର ଦେଖାଯିବ ବରଂ ଚଲାବୁଲା କରିବା ସମୟରେ ଆପଣଙ୍କ ସଂସ୍ପର୍ଶରେ ଆସିବ ନାହିଁ। ଏହାଦ୍ୱାରା ଡ୍ରଇଂରୁମ୍‌ ସ୍ପେଶିଅସ୍‌ ଏବଂ ଆଟ୍ରାକ୍ଟିଭ୍‌ ଲାଗିବ।
-ଡ୍ରଇଂରୁମରେ ଝରକା କିମ୍ବା ଟ୍ରାନ୍ସପ ରେଣ୍ଟ ଗ୍ଲାସ୍‌ ଲଗାନ୍ତୁ, ଯେପରି ଡ୍ରଇଂରୁମ୍‌କୁ ବାହାର ଲାଇଟ୍‌ ଆସିପାରିବ। ଯଦି ଏପରି ସୁବଧା ନାହିଁ, ତେବେ ଫଲ୍ସ ସିଲିଂ କରି କଲରଫୁଲ୍‌ ଲାଇଟ୍‌ ବ୍ୟବସ୍ଥା କଲେ ଡ୍ରଇଂରୁମ୍‌ ଅଧିକ ଆକର୍ଷଣୀୟ ଲାଗିବ।
-ଡ୍ରଇଂରୁମ୍‌ ସଜାଇବା ଲାଗି ଫୁଲଦାନି ବାଛୁଥିଲେ ମନେରଖନ୍ତୁ, ଅନେକ ପ୍ରକାରର ଫୁଲଦାନି ଏକସଙ୍ଗେ ଅବା ରୁମ୍‌ ଭିତରେ ଭର୍ତ୍ତି କରି ରଖନ୍ତୁ ନାହିଁ। ଗୋଟିଏ କିମ୍ବା ଦୁଇଟି ଫୁଲଦାନି ରଖନ୍ତୁ। ମଲ୍ଟି କଲର ଫୁଲ ସହ ପତ୍ର ମଲ୍ଟିକଲର ନ ରଖି କେବଳ ଗ୍ରୀନ୍‌ ହିଁ ରଖିଲେ ଅଧିକ ଆଇକ୍ୟାଚି ଲାଗିବ। ଯଦି ସିଙ୍ଗ୍‌ଲ କଲର ଫୁଲ ରଖୁଛନ୍ତି, ତେବେ ମଲ୍ଟି କଲର ପତ୍ର ରଖିପାରିବେ।
-ଡ୍ରଇଂରୁମକୁ ସୁନ୍ଦର କରିବା ଲାଗି ଏହାର ପରଦାଗୁଡ଼ିକ ମଧ୍ୟ ମୁଖ୍ୟ ଭୂମିକା ବହନ କରିଥାଏ। ତେଣୁ ରୁମ୍‌ କାନ୍ଥର କଲର ସହ କଣ୍ଟ୍ରାଷ୍ଟ ଲୁକ୍‌ ଦେବା ଭଳି ପରଦା ବାଛନ୍ତୁ। ଏହାବ୍ୟତୀତ ସୁନ୍ଦର କାର୍ପେଟ୍‌ ମଧ୍ୟ ଡ୍ରଇଂରୁମ୍‌ର ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri