‘ଡିଏସ୍‌ପି ହର୍‌ ଘର୍‌ ହାପି ଅଫର’

ନୂଆଦିଲ୍ଲୀ,୨୭।୧୨: ଦେଶର ପ୍ରମୁଖ ସିମେଣ୍ଟ କମ୍ପାନୀ ‘ଡାଲମିଆ ସିମେଣ୍ଟ (ଭାରତ) ଲିମିଟେଡ’ (ଡିସିବିଏଲ) ପକ୍ଷରୁ ‘ଡିଏସ୍‌ପି ହର୍‌ ଘର୍‌ ହାପି ଅଫର’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ‘ଡିଏସ୍‌ପି ହର୍‌ ଘର୍‌ ହାପି ଅଫର’ ଗ୍ରାହକଙ୍କୁ ବାସଗୃହ ନିର୍ମାଣ ଆରମ୍ଭ କରିବାକୁ ଉତ୍ସାହିତ କରୁଛି,କାରଣ ବାସଗୃହ ନିର୍ମାଣ ନିମନ୍ତେ ଡିସେମ୍ବରରୁ ମାର୍ଚ୍ଚ ଉପଯୁକ୍ତ ସମୟ ଭାବେ ବିବେଚିତ ହୋଇଥାଏ। ପ୍ରାକ ନିର୍ମାଣଠାରୁ ଆରମ୍ଭକରି ନିର୍ମାଣ ପରବର୍ତ୍ତୀ ପର୍ଯ୍ୟାୟ ପର୍ଯ୍ୟନ୍ତ ଏକ ବାସଗୃହ ନିର୍ମାଣର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ମଧ୍ୟ ଡିସିବିଏଲ ମାର୍ଗଦର୍ଶନ ତା’ର ୱେବସାଇଟ ଏବଂ ହେଲ୍‌ପଲାଇନ ନମ୍ବର ୧୮୦୦୨୦୨୦ ଜରିଆରେ ଆବଶ୍ୟକ ସୂଚନା ଓ ଯୋଗାଯୋଗର ସୁବିଧା ଯୋଗାଇ ଦେଉଛି। ଏପରିକି ଉପଭୋକ୍ତାଙ୍କ ପାଇଁ ଉତ୍ପାଦର ପ୍ରମୋ ବଜାରରେ ୨୦୨୩ ଫେବୃୟାରୀ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଲ୍ଲେଖଯୋଗ୍ୟ ଲକି ଡ୍ର ପୁରସ୍କାର ସହ ଡିସିବିଏଲ ମଧ୍ୟ ଗ୍ରାହକଙ୍କୁ ଏକ ଡଫେଲ ବ୍ୟାଗ (ପ୍ରତି ୧୦୦ ଡାଲମିଆ ସିମେଣ୍ଟ ବ୍ୟାଗ କ୍ରୟ କ୍ଷେତ୍ରରେ) ପ୍ରଦାନ କରିବ। ଏପରିକି ଏହାର ଗ୍ରାହକମାନେ ସ୍ବୀକୃତିପ୍ରାପ୍ତ ଡିଲର-ସବ୍‌ଡିଲରଙ୍କ ନିକଟରୁ ଡାଲମିଆ ଡିଏସପି ସିମେଣ୍ଟ ବ୍ୟାଗ୍‌ ଖରିଦ କରିବା ପରେ ସେମାନଙ୍କର ନିଶ୍ଚିତ ଉପହାର ଦାବି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri