ଭିଜିଲାନ୍ସ ଜାଲରେ ଡିଏସ୍‌ପି

ଢେଙ୍କାନାଳ ଅଫିସ,୩୦।୮: ଢେଙ୍କାନାଳ ସଦର ଥାନା ଇନସ୍ପେକ୍ଟରରୁ ଡିଏସ୍‌ପିକୁ ପଦୋନ୍ନତି ହୋଇଥିବା ଅଭିନବ ଡାଳୁଆ ମଙ୍ଗଳବାର ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଡିଏସ୍‌ପି ପ୍ରଦ୍ୟୁମ୍ନ କୁମାର ଦ୍ୱିବେଦୀଙ୍କ ନେତୃତ୍ୱରେ ୧୧ ଜଣିଆ ଦଳ ସଦର ଥାନା ଓ ଅମଲାପଡାସ୍ଥିତ ସରକାରୀ ବାସ ଭବନରେ ଚଢ଼ାଉ କରିଛନ୍ତି। କୋଇଲା ବୋଝେଇ ଟ୍ରକ୍‌ ପାର କରିବାକୁ ଟ୍ରକ୍‌ ମାଲିକମାନଙ୍କୁ ଧମକାଇବା ସହ, ଜଣେ ମାଲିକଙ୍କଠାରୁ ୩୦ ହଜାର ଟଙ୍କା ନେଉଥିବା ବେଳେ ସେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ପୂର୍ବରୁ ମଧ୍ୟ କୋଇଲା ବୋଝେଇ ଗାଡ଼ି ମଧ୍ୟରୁ ଗୋଟିଏ ଟ୍ରକ୍‌ ପାଇଁ ୧୫ ହଜାର ଟଙ୍କା ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri