Posted inଖେଳ

ଧୋନୀଙ୍କୁ ବୋଲର ହିଁ ଭରସା

ମୁମ୍ବାଇ,୧୯।୪ : ରାଜସ୍ଥାନ ରୟାଲ୍ସ ଆଗରେ ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଛିଡ଼ା କରିଛି ୧୮୯ ରନ୍‌ର ବିଜୟ ଲକ୍ଷ୍ୟ। ମୁମ୍ବାଇ ପିଚ୍‌ରେ ଏହା ଯଥେଷ୍ଟ ନୁହେଁ। ମହେନ୍ଦ୍ର ସିଂ ଧୋନୀଙ୍କ ସିଏସ୍‌କେକୁ ଜିତିବା ପାଇଁ ହେଲେ ବୋଲରମାନଙ୍କୁ ଭଲ ପ୍ରଦର୍ଶନ କରିବାକୁ ପଡ଼ିବ।

ସିଏସ୍‌କେର ପ୍ରମୁଖ ବ୍ୟାଟ୍ସମ୍ୟାନ ସେଟ୍‌ ହେଲା ପରେ ଆଉଟ୍‌ ହୋଇଥିଲେ। ନ ହେଲେ ଦଳୀୟ ସ୍କୋର ୨୦୦ ରନ୍‌ ପାର କରିଥାନ୍ତା। ଏଥି ପାଇଁ ରାଜସ୍ଥାନ ବୋଲର ଚେତନ ସାକାରିୟା (୩) ଓ କ୍ରିସ ମୋରିସ (୨)ଙ୍କୁ ଶ୍ରେୟ ଦିଆଯିବ। ସିଏସ୍‌କେ ପକ୍ଷରୁ ଫାଫ ଡୁ’ପ୍ଲେସି ୩୩, ମୋଇନ ଅଲି ୨୬, ସୁରେଶ ରାଇନା ୧୮, ଅମ୍ବାତି ରାୟୁଡୁ ୨୭, ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୧୮ ଓ ଡ୍ବେନ ବ୍ରାଭୋ ୨୦ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ

ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍‌ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ...

ମା’ଙ୍କ ସାମ୍ନାରେ ଭୋ’ ଭୋ’ ହୋଇ କାନ୍ଦୁଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଭାରତର ଟେଷ୍ଟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ନିଜ ମନ କଥା ଖୁଲାସା କହିଛନ୍ତି। ନକାରାତ୍ମକ ଚିନ୍ତାଧାରାରୁ ଦୂରେଇ ରହିବା ପାଇଁ ସେ ତାଙ୍କ ଆଧ୍ୟାତ୍ମିକ ଗୁରୁଙ୍କଠାରୁ...

ଆଇପିଏଲ ପ୍ରଥମ ପର୍ଯ୍ୟାୟରେ ଖେଳି ନ ପାରନ୍ତି ଈଶାନ୍ତ

ଖ୍ରୀଷ୍ଟଚର୍ଚ୍ଚ,୧ା୩- ଈଶାନ୍ତ ଶର୍ମା ଏବେ ଗୋଇଠି ଜନିତ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ଶେଷ ହେବା ପରେ ତାଙ୍କ...

ଗ୍ରିନରଙ୍କ ଆବେଦନକୁ ରୁଷୀୟ କୋର୍ଟଙ୍କ ଖାରଜ

ମସ୍କୋର, ୨୬।୧୦(ଏପି): ଆମେରିକାର ମହିଳା ଷ୍ଟାର ବାସ୍କେଟବଲ ଖେଳାଳି ବ୍ରିଟ୍‌ନୀ ଗ୍ରୀନରଙ୍କ ଆବେଦନକୁ ଏକ ରୁଷୀୟ କୋର୍ଟ ଖାରଜ କରିଦେଇଛନ୍ତି। ମସ୍କୋର ସେରେମେତ୍‌ୟୋଭ ବିମାନ ବନ୍ଦରରେ...

କପିଲଙ୍କ ଯୋଗୁ ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ଶପଥ ନେଇଥିଲେ ‘ଲିଟିଲ୍‌ ମାଷ୍ଟର’: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୦।୧: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ...

ବିମାନ ବନ୍ଦରରେ ଛଡ଼ାଇ ନେଲେ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ପାସପୋର୍ଟ

ଅକ୍‌ଲାଣ୍ଡ,୨୬।୬: ବିମାନ ବନ୍ଦରରେ ପହଞ୍ଚିବା ପରେ ଲୋକେ ଆମ ପାସପୋର୍ଟ ଛଡ଼ାଇ ନେଇଥିଲେ। ପଚାରିଥିଲେ ଟେଷ୍ଟ ଚାମ୍ପିୟନଶିପ୍‌ ଗଦା କେଉଁଠି। ଏପରି କି ଗଦା ସହ...

ଏଥିପାଇଁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ ହାର୍ଦ୍ଦିକ

ନାଭି ମୁମ୍ବାଇ, ୪।୫: ପ୍ରଥମ ଥର ପାଇଁ ଆଇପିଏଲ୍‌ ଖେଳୁଥିବା ଗୁଜରାଟ ଟାଇଟନ୍ସ ଟୁର୍ନାମେଣ୍ଟରେ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛି। ଗୋଟିଏ ପରେ ଗୋଟିଏ ମ୍ୟାଚ୍‌...

ଲଗାତାର ୩.୪ ଓଭର ୧୪୨ କି.ମି.ରୁ ଅଧିକ ବେଗରେ ବୋଲିଂ କରିଥିଲେ ଷ୍ଟାର୍କ

ବ୍ରିସବେନ,୧୭।୧: ସ୍ଥାନୀୟ ବ୍ରିସବେନ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ତଥା ନିର୍ଣ୍ଣାୟକ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଟିମ୍‌ ଇଣ୍ଡିଆ ପକ୍ଷରୁ ନବାଗତ ଖେଳାଳି ଓ୍ବାଶିଂଟନ...

Advertisement
Archives

Model This Week