ଉଡାଣ ଭରିବା ପରେ ଇଞ୍ଜିନରେ ଲାଗିଲା ନିଆଁ, ବିମାନର ଜରୁରୀ ଅବତରଣ

କାଠମାଣ୍ଡୁ,୨୫।୪: ନେପାଳର କାଠମାଣ୍ଡୁ ବିମାନବନ୍ଦରରୁ ଦୁବାଇକୁ ଉଡାଣ ଭରିବା ପରେ ଫ୍ଲାଏ ଦୁବାଇ ବିମାନର ଇଞ୍ଜିନରେ ନିଆଁ ଲାଗଯାଇଛି। ଫଳରେ ବିମାନଟି ଜରୁରୀ ଅବତରଣ କରିଛି। ନେପାଳର ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ କହିଛି, ଫ୍ଲାଇ ଦୁବାଇ ବିମାନ ୫୬୭ (ବୋଇଙ୍ଗ ୭୩୭-୮୦୦) ସୁରକ୍ଷିତ ଭାବେ ଅବତରଣ କରିଛି। ଏହି ବିମାନ ବର୍ତ୍ତମାନ କାଠମାଣ୍ଡୁରୁ ଦୁବାଇ ଯିବାକୁ ପ୍ରସ୍ତୁତ ହେଉଛି।

ସୂତ୍ରରୁ ପ୍ରକାଶ, ଏହି ଫ୍ଲାଏ ଦୁବାଇ ବିମାନର ଏକ ଇଞ୍ଜିନରେ ରାତି ପ୍ରାୟ ୯ଟା ସମୟରେ ନିଆଁ ଲାଗିଯାଇଥିଲା। ଏହା ପରେ ବିମାନବନ୍ଦରରେ ଉତ୍ତେଜନା ପ୍ରକାଶ ପାଇଥିଲା ଏବଂ ଅଗ୍ନିଶମ ବିଭାଗର ଅନେକ ଗାଡି ଘଟଣାସ୍ଥଳରେ ରଖାଯାଇଥିଲା। ନିଆଁ ଲାଗିବା ପରେ ବିମାନଟି ଫେରିଆସିଥିଲା।

ନେପାଳର ପର୍ଯ୍ୟଟନ ମନ୍ତ୍ରୀ କହିଛନ୍ତି , କାଠମାଣ୍ଡୁ ବିମାନବନ୍ଦରରୁ ବିମାନ ଉଡ଼ାଣ ବେଳେ ନିଆଁ ଲାଗିଥିବା ଦୁବାଇ ବିମାନକୁ ବର୍ତ୍ତମାନ ଦୁବାଇକୁ ପଠାଯାଇଛି। ଏହି ବିମାନରେ ୧୨୦ ନେପାଳ ନାଗରିକ ଏବଂ ୪୯ ବିଦେଶୀ ନାଗରିକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।…

ଭାରତକୁ ଖୁବ୍‌ ପ୍ରଶଂସା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ, ମୋଦିଙ୍କୁ ନେଇ କହିଲେ ବଡ଼ କଥା

ଜେରୁଜେଲମ/ନୂଆଦିଲ୍ଲୀ,୪।୮: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ରାଜନୈତିକ ଗତିଶୀଳତା ପରିବର୍ତ୍ତନ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ ସହିତ ତାଙ୍କ ଦେଶର ସମ୍ପର୍କ…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri