Posted inଫୁରସତ

ବୋତଲରେ ପାଣି ପିଉଛି ବତକ ଛୁଆ: ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଏକ ବତକ ଛୁଆ ବୋତଲରେ ପାଣି ପିଉଥିବା ଦେଖିବାକୁ ମିଳୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଝିଅଙ୍କୁ ପାଠ ପଢାଇବାକୁ ପ୍ରତିଦିନ ୧୨ କିଲୋମିଟର ଯାତ୍ରା କରନ୍ତି ପିତା

କାବୁଲ,୬।୧୨: ଆଫଗାନିସ୍ତାନରେ ଏବେ ଝିଅ ଓ ମହିଳାଙ୍କ ପ୍ରତି ଥିବା ଚିନ୍ତାଧାରାରେ ପରିବର୍ତ୍ତନ ଆସିଛି। ଏହାର ଉଦାହରଣ ହେଉଛନ୍ତି ମିୟା ଖାଁ। ଏବେ ସମସ୍ତେ ତାଙ୍କୁ...

କାହିଁକି ହୋଇଥାଏ ବାଦଲ ଫଟା ବର୍ଷା, ଜାଣନ୍ତୁ ଏ ସମ୍ପର୍କରେ…

ଉତ୍ତରାଖଣ୍ଡରେ ପୁଣି ଥରେ ବାଦଲ ଫଟା ବର୍ଷା ହୋଇଛି। ଯେପରି କେଦାରନାଥରେ ହୋଇଥିଲା, ଠିକ୍‌ ସେହିପରି ପିଥୋରାଗଡ଼ରେ ବାଦଲ ଫାଟିବାରୁ ଅନେକ ଘରଦ୍ୱାର ନଷ୍ଟ ହୋଇଯାଇଛି।...

ଦାମୀ ମୂର୍ତ୍ତି

ଅନେକ ଲୋକ ନିଜ ଘରେ ପୁରାତନ କଳା ସ୍ଥାପତ୍ୟରେ ତିଆରି ମୂର୍ତ୍ତିକୁ ସଜାଇବାକୁ ଭଲପାଆନ୍ତି । କିନ୍ତୁ ଏପରି କିଛି ପୁରାତନ ମୂର୍ତ୍ତି ଅଛି ଯାହା...

ବିହାର ନିର୍ବାଚନ ଆଗରୁ ଚର୍ଚ୍ଚାରେ ଏହି ନେତ୍ରୀ: ପ୍ରଚାର ବେଳେ ପିନ୍ଧୁଛନ୍ତି ମାସ୍କରୁ ଆରମ୍ଭ କରି ଚପଲ ପର୍ଯ୍ୟନ୍ତ ମ୍ୟାଚିଂ; ପଚାରିଲେ..

ପାଟଣା: ଆସୁଛି ବିହାର ବିଧାନସଭା ନିର୍ବାଚନ। ଏହାକୁ ନେଇ ରାଜନୈତିକ ହଟଚମଟ ଆରମ୍ଭ ହେବାରେ ଲାଗିଲାଣି। ମହାମାରୀ କରୋନା ଏବେ ବି ଥିବାରୁ ସତର୍କତାର ସହ...

କୁପ୍ରଥା ବିରୋଧରେ ସଚେତନତା ସୃଷ୍ଟି ହେଉ

ପ୍ରତିବର୍ଷ ଡିସେମ୍ବର ୨କୁ ଆନ୍ତର୍ଜାତିକ ଦାସତ୍ୱ ଉଚ୍ଛେଦ ଦିବସ ଭାବେ ପାଳନ କରାଯାଇଥାଏ। ମାନବ ଚାଲାଣ ରୋକିବା, ଶ୍ରମ, ବେଶ୍ୟାବୃତ୍ତି ଆଦି କାର୍ଯ୍ୟ ନିମନ୍ତେ ଲୋକମାନଙ୍କୁ...

୨୦୧୯ରେ ସବୁଠୁ ବେଶି ବଦଳିଛି ପାଗ

ନୂଆଦିଲ୍ଲୀ: ଭାରତରେ ବିଶ୍ୱତାପନ(ଗ୍ଲୋବାଲ୍‌ ଓ୍ବାର୍ମିଂ)ର ପ୍ରଭାବ ସ୍ପଷ୍ଟ ଅନୁଭୂତ। ୧୯୦୧ ମସିହା ପରେ ୨୦୧୯ ଭାରତରେ ସପ୍ତମ ଉତ୍ତପ୍ତ ବର୍ଷ ଥିଲା। ଭାରତୀୟ ପାଣିପାଗ ବିଜ୍ଞାନ...

ବିଷଧର ସାପକୁ ପାପୁଲିରେ ପାଣି ପିଆଉଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ ଟାଙ୍କୁରି ଉଠିବ ଲୋମ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଲକ୍‌ଡାଉନ: ଏକ ଟଙ୍କାରେ ଇଡଲି ଯୋଗାଉଛନ୍ତି ୮୫ ବର୍ଷୀୟା ବୃଦ୍ଧା

ତାମିଲନାଡୁର କୋଏମ୍ବାଟୁର ସହରଠାରୁ ପ୍ରାୟ ୨୦ କିଲୋମିଟର ଦୂର ପେରୁର ନିକଟରେ ଭାଦିଭେଲାମପାଲୟମ ଗାଁରେ ରହୁଥିବା ୮୫ ବର୍ଷୀୟା ବୃଦ୍ଧା କମଲାଥଲ ଏବେ ଅନ୍ୟମାନଙ୍କ ପାଇଁ...

Advertisement
Archives

Model This Week