ଡ୍ୟୁକୋର ସ୍ପ୍ରିଙ୍ଗ୍‌-ସମର କଲେକ୍ସନ

ଭୁବନେଶ୍ୱର,୧୬।୩: ଡ୍ୟୁକୋ ଫ୍ୟାଶନ୍ସ (ଇଣ୍ଡିଆ) ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ନୂତନ ସଂଗ୍ରହ ‘ସ୍ପ୍ରିଙ୍ଗ୍‌-ସମର କଲେକ୍ସନ’ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବ୍ରାଣ୍ଡ୍‌ର ଲାଟେଷ୍ଟ ସମର କଲେକ୍ସନ-୨୦୨୪ରେ ସବୁ ବର୍ଗର ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଓ ଗୁଣାତ୍ମକମାନର ପୋଷାକ ସହ ଭିନ୍ନ ଭିନ୍ନ ଡିଜାଇନ ମଧ୍ୟ ଉପଲବ୍ଧ କରାଯାଇଛି। ସେହିଭଳି ଉକ୍ତ କଲେକ୍ସନରେ ଟି-ଶାର୍ଟ,ଶାର୍ଟସ, ଟ୍ରାଉଜର,ବର୍ମୁଡା,କ୍ୟାପରି, ଲୋଏର୍ସ,ଡେନମୀ, ଟପ୍ସ, ଜେଗଙ୍ଗୀ, ଆକ୍ଟିଭଓ୍ବେର,ସ୍ପୋଟ୍ସର୍ର୍ ଓ୍ବେର,ଆସେରସରିଜ ଏବଂ ଫୁଟ୍‌ଓ୍ବେର ମଧ୍ୟ ସାମିଲ ରହିଛି। ଏ ସମ୍ପର୍କରେ ଡ୍ୟୁକୋ ଫ୍ୟାଶନ୍ସ (ଇଣ୍ଡିଆ) ଲିମିଟେଡ୍‌ର ନିର୍ଦ୍ଦେଶକ କୁନ୍ତଳରାଜ ଜୈନ କହିଛନ୍ତି, ଗ୍ରାହକଙ୍କ ଚାହିଦା ଓ ବଜାର ଆବଶ୍ୟକତାକୁ ଆମେ ସର୍ବଦା ଗୁରୁତ୍ୱ ଦେଇଥାଉ। ସେହିଭଳି ଗ୍ରାହକଙ୍କ ପସନ୍ଦ ଓ ଋତୁକାଳୀନ ପୋଷାକ ସଂଗ୍ରହ ସହ ଗୁଣାତ୍ମକ ମାନର ଉତ୍ପାଦ ଉପଲବ୍ଧ କରାଇବାକୁ ପ୍ରୟାସ କରିଆସିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସେନ୍‌ସେକ୍ସ, ନିଫ୍ଟିରେ ୨୫ ବର୍ଷର ସବୁଠୁ ବଡ଼ ସାପ୍ତାହିକ ହ୍ରାସ

ମୁମ୍ବାଇ,୨।୧୦(ପି.ଟି./ରଏଟର୍ସ): ଗୁରୁବାର କାରବାର ଶେଷସୁଦ୍ଧା ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ୩୧ ପଇସା ହ୍ରାସ ପାଇ ୯୬.୨୫ରେ ବନ୍ଦ ହୋଇଛି, ଯାହା ଗତ ଦୁଇ…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ମେରିକମ୍‌ଙ୍କୁ ପଛରେ ପକାଇ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?