Posted inଫୁରସତ

କରୋନା ବଦଳାଇଦେଲା ଏହି ଯୁବକଙ୍କ ଜୀବନ, ଥିଲେ ପାଇଲଟ୍‌ ଏବେ କରୁଛନ୍ତି…

କରୋନା ମହାମାରୀ କିଛି ଲୋକଙ୍କ ଜୀବନ ଜୀବିକାକୁ ଖୁବ୍‌ ପ୍ରଭାବିତ କରିଛି। କିଛି ମାସ ଧରି ଲକ୍‌ଡାଉନ୍‌ ଜାରି ରହିଥିବାରୁ ଏୟାର ଇଣ୍ଡିଆର ବହୁ କ୍ଷତି ହୋଇଥିଲା। ଏହି ପରିସ୍ଥିତିରେ ଋଷିଆର ଜଣେ ନୌଯବାନ ପାଇଲଟ ରୋମନଙ୍କ ସହ ଘଟିଛି। ରୋମନ ତାଙ୍କର ଦୁଇଟି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ୨୦୧୯ର। ଏଥିରେ ରୋମନ ଦର୍ଶାଇଛନ୍ତି ତାଙ୍କ ଜୀବନ କେମିତି ବଦଳିଯାଇଛି। ପ୍ରଥମ ଫଟୋରେ ସେ ପାଇଲଟ ଥିବା ଦେଖିବାକୁ ମିଳିଥିବା ବେଳେ ୨ୟରେ ଏକ ଡେଲିଭରି ବୟ । ରୋମନଙ୍କ ବୟସ ୨୩ ବର୍ଷ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ବର୍ଷ ମୁଁ ୯୦ରୁ ୧୦୦ଘଣ୍ଟା ଉଡ଼ୁଥିଲି, କିନ୍ତୁ ଏହି ବର୍ଷ ମୁଁ ୧୪୦ ଘଣ୍ଟା ଉଡ଼ିବାରେ ସକ୍ଷମ ହୋଇଛି। କାରଣ ଜଣେ ଡେଲିଭରି ବୟ ଭାବେ ବିଭିନ୍ନ ସ୍ଥାନକୁ ଯିବାକୁ ପଡୁଛି। ତେଣୁ ସେ ଏପରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକ ମିନିଟ୍‌ରେ ୧୫୦ କାର୍‌ ଲୋଗୋ

ଚେନ୍ନାଇ: କଥାରେ ଅଛି ଆଗ୍ରହର ସହ କରାଯାଇଥିବା ସମସ୍ତ କାମରେ ସଫଳତା ଅବଶ୍ୟ ମିଳିଥାଏ। ଏହାର ଏକ ଉଦାହରଣ ହେଉଛନ୍ତି ଚେନ୍ନାଇର ୭ ବର୍ଷର ବାଳକ...

ଏମିତି ରେଷ୍ଟୁରାଣ୍ଟ, ଯେଉଁଠି ଗ୍ରାହକଙ୍କୁ ପିଇବାକୁ ଦିଆଯାଏ ଟଏଲେଟ୍‌ ପାଣି

ଶୀର୍ଷକଟି ପଢ଼ି ଆଶ୍ଚର୍ଯ୍ୟ ହୋଇଥିବେ ନିଶ୍ଚୟ। ତେବେ କଥାଟି ସତ। ବିଶ୍ୱରେ ଏମିତି ଏକ ରେଷ୍ଟୁରାଣ୍ଟ ରହିଛି ଯେଉଁଠାରେ ଗ୍ରାହକମାନଙ୍କୁ ଟଏଲେଟ୍‌ ପାଣି ପିଇବାକୁ ଦିଆଯାଏ।...

ଐତିହାସିକ ପର୍ଯ୍ୟଟନସ୍ଥଳୀ ମଧ୍ୟପ୍ରଦେଶ

ପ୍ରାକୃତିକ, ସାଂସ୍କୃତିକ ତଥା ଐତିହାସିକ ଦୃଷ୍ଟି କୋଣରୁ ଦେଖିଲେ ମଧ୍ୟପ୍ରଦେଶ ଭାରତର ଏକ ସୁନ୍ଦର ରାଜ୍ୟ ଭାବେ ଜଣାଯାଇଥାଏ। ପର୍ଯ୍ୟଟନ ପାଇଁ ବି ଏଠାରେ ଭରପୂର...

ପ୍ରଥମ ଉପାର୍ଜନ ବୋଉକୁ ଦେଇଥିଲି: ଗାଳ୍ପିକା, ପ୍ରାବନ୍ଧିକା ସବିତା ମହାପାତ୍ର

ରୌପ୍ୟ ନଗରୀ କଟକର ମେରିଆ ବଜାରରେ ମୋର ଜନ୍ମ। ପାଠପଢା ବି ସେଇଠି। ପ୍ୟାରିମୋହନ ଏକାଡେମୀରୁ ଏକାଦଶ ପାସ୍‌ କରି ଶୈଳବାଳା ମହିଳା ମହାବିଦ୍ୟାଳୟରେ ଗୃହ...

ଦୀପାବଳି : ପୁରାଣରୁ ବର୍ତ୍ତମାନ…

ଦୀପାବଳି ବିଭିନ୍ନ ପୌରାଣିକ ମତବାଦ ଓ ଧର୍ମୀୟ ବିଶ୍ୱାସ ସହିତ ଜଡ଼ିତ। ପ୍ରକୃତରେ ଏହା ଏକ କୃଷିଭିତ୍ତିକ ପର୍ବ। ଫସଲ ଅମଳ ସମୟରେ ପୋକ ନିୟନ୍ତ୍ରଣ...

ଦୁଇମୁଣ୍ଡିଆ କଇଁଛ

ଓ୍ବାଶିଂଟନ: ପ୍ରକୃତିରେ ବେଳେବେଳେ ଅନେକ ପ୍ରକାରର ବିସ୍ମୟ ବି ଦେଖିବାକୁ ମିଳିଥାଏ। ଠିକ୍‌ ଏମିତି ଏକ ବିସ୍ମୟ ଦେଖିବାକୁ ମିଳିଛି ଏକ କଇଁଛ ପାଖରେ। ସାଧାରଣତଃ...

୫ ବର୍ଷର ଦିବ୍ୟାଙ୍ଗ ୧୦ କିମି ଚାଲି କରୋନା ପାଇଁ ଯୋଗାଡ କଲେ ୯ କୋଟି

କରୋନା ସହାୟତା ପାଇଁ ଲୋକେ ଟଙ୍କା ଯୋଗାଡ଼ କରିବାରେ ଲାଗିପଡ଼ିଛନ୍ତି। ଏଥିପାଇଁ କିଏ ଛାତ ଉପରେ ମାରାଥନ୍‌ କରୁଛନ୍ତି ତ କିଏ ସାଇକେଲିଂ ଆଉ କିଏ...

ଏଇ ବ୍ୟାକ୍‌ପ୍ୟାକ୍‌ରେ ରହିଯିବେ ମଣିଷ

ସ୍କୁଲ, କଲେଜ ହେଉକି ଅଫିସ୍‌ କି ଆଉଟିଂ ଏବେ ସବୁବେଳେ ଆବଶ୍ୟକ ପଡୁଛି ବ୍ୟାକ୍‌ପ୍ୟାକ୍‌। ନେବାକୁ ସୁବିଧା ହେଉଥିବାରୁ ଏହା ସମସ୍ତଙ୍କର ପ୍ରିୟ। ତେବେ ଜାପାନର...

Advertisement
Archives

Model This Week