ଡ୍ୟୁକ୍‌ର ସ୍ପ୍ରିଙ୍ଗ୍‌-ସମର କଲେକ୍ସନ

ନୂଆଦିଲ୍ଲୀ,୨୦।୪: ଦେଶର ପ୍ରମୁଖ ଲାଇଫ୍‌ ଷ୍ଟାଇଲ ବ୍ରାଣ୍ଡ୍‌ ଡ୍ୟୁକ୍‌ର ସ୍ପ୍ରିଙ୍ଗ୍‌-ସମର କଲେକ୍ସନ-୨୦୨୩ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷର ସର୍ବଶ୍ରେଷ୍ଠ କଲେକ୍ସନ ଓ ଗ୍ରାହକଙ୍କ ଚାହିଦା ମୁତାବକ ଉତ୍ପାଦଗୁଡ଼ିକୁ ବଜାର ପ୍ରବେଶ କରାଇଛି। ଏପରିକି ସବୁ ବର୍ଗର ଗ୍ରାହକଙ୍କ ପସନ୍ଦ ଓ ଆରାମଦାୟକ ପୋଷାକକୁ ବେଶ୍‌ ପ୍ରାଧାନ୍ୟ ଦିଆଯାଇଛି। ଏ ସମ୍ପର୍କରେ ଡ୍ୟୁକ୍‌ ଫ୍ୟାଶନ ଇଣ୍ଡିଆ ଲିମିଟେଡ୍‌ର ନିର୍ଦ୍ଦେଶକ କୁନ୍ତଲ ରାଜ ଜୈନ କହିଛନ୍ତି, ଚଳିତ ବର୍ଷର ଏହି ସ୍ବତନ୍ତ୍ର କଲେକ୍ସନ ଗ୍ରାହକଙ୍କ ଚାହିଦା ଓ ପସନ୍ଦକୁ ଧ୍ୟାନରେ ରଖି ପ୍ରସ୍ତୁତ କରାଯାଇଛି। ଗ୍ରାହକଙ୍କୁ ଆରାମଦାୟକ ଓ ଆବଶ୍ୟକତା ପୂରଣକୁ ବିଶେଷ ଭାବେ ଗୁରୁତ୍ୱ ଦିଆଯାଇଛି। ଫଳରେ ଗ୍ରାହକ ସେମାନଙ୍କର ଚାହିଦା ଓ ମନ ମୁତାବକ ପୋଷାକ ପାଇପାରିବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଏହି କଲେକ୍ସନରେ ବ୍ରାଣ୍ଡ୍‌ ନ୍ୟୁ ଟି-ଶାର୍ଟ, ଶାର୍ଟ, ଟ୍ରାଉଜର, ବାର୍ମୁଡା, କାପେରି,ଲୋଏର୍ସ, ଡେନିମ, ଟପ୍ସ, ଜେଙ୍ଗିଙ୍ଗୀ, ଆକ୍ଟିଭ ଓ୍ବେର, ସ୍ପୋଟର୍‌ସଓ୍ବେର ସାଙ୍ଗକୁ ମେନ୍ସ, ଓମେନ୍ସ ଓ ଚିଲ୍‌ଡ୍ରେନ୍‌ଙ୍କ ପାଇଁ ବିସ୍ତୃତ ସମ୍ଭାର ଉପଲବ୍ଧ କରାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri