ଦୁଲୁକିଲା ଆଇଜିଆଇଟି କ୍ୟାମ୍ପସ

ପରଜଙ୍ଗ, ୭।୧(ଡି.ଏନ୍‌.ଏ.): ପରଜଙ୍ଗ ବ୍ଲକ ସରାଙ୍ଗ ଆଇଜିଆଇଟି କ୍ୟାମ୍ପସ୍‌ ପରିସରରେ ହକି ବିଶ୍ୱକପ ଟ୍ରଫିକୁ ଭବ୍ୟ ସ୍ବାଗତ କରାଯାଇଛି। ମୁଖ୍ୟ ଅତିଥି ଭାବେ ବିଧାୟକ ଡା. ନୃସିଂହ ଚରଣ ସାହୁ, ସମ୍ମାନିତ ଅତିଥି ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ବିଡିଓ ସଂଗ୍ରାମ କେଶରୀ ଭୋଳ, ତହସିଲଦାର ଖଗେଶ୍ବର ପାତ୍ର, ଆଇଜିଆଇଟି ନିର୍ଦ୍ଦେଶକ ସତ୍ୟବ୍ରତ ମହନ୍ତ, ଜିଲା ପରିଷଦ ଉପାଧ୍ୟକ୍ଷା ବିଳାସିନୀ ସେଠୀ, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ଦଳବେହେରାଙ୍କ ସମେତ ବହୁ ଜନପ୍ରତିନିଧି, ଅଞ୍ଚଳବାସୀ ଉପସ୍ଥିତ ଥିଲେ। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ପାଇକ ଆଖଡ଼ାରେ କ୍ୟାମ୍ପସ ପରିସର ଦୁଲୁକି ଉଠିଥିଲା। ଥାନାଧିକାରୀ ପ୍ରଶାନ୍ତ ପାତ୍ରଙ୍କ ନେତୃତ୍ୱରେ ପୋଲିସ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri