୬ ମାସରେ ଦବିଲା ଡୁମଡୁମା ଫ୍ଲାଏଓଭର ରାସ୍ତା: ଫସିରହିଛି ମିନିଟ୍ରକ୍‌

ଭୁବନେଶ୍ୱର,୮।୭: ରାଜଧାନୀ ଭୁବନେଶ୍ୱରରେ ଏନଏଚ୍‌ ଫ୍ଲାଏଓଭର ରାସ୍ତା ଦବିଯାଇଛି। ପ୍ରବଳ ବର୍ଷା ଫଳରେ ଡୁମଡୁମା ଫ୍ଲାଏଓଭର ଏହି ରାସ୍ତାଟିି ପ୍ରାୟ ୩ ଫୁଟ ଦବିଯାଇଥିବା ସୂଚନା ମିଳିଛି। ଯାତୀୟ ରାଜପଥ-୧୬ ଫ୍ଲାଏ ଓଭର ରାସ୍ତାରେ ଏକ ମିନିଟ୍ରକ୍‌ ଫସିରହିଛି। ଟ୍ରକ୍‌ଟିର ଚକା ରାସ୍ତା ସହ ଦବିଯାଇଛି ।
୬ମାସ ତଳେ ସର୍ବସାଧାରଣ ଯାତାୟତ ପାଇଁ ଜାତୀୟ ରାଜପଥରେ ଏହି ଫ୍ଲାଏଓଭର ରାସ୍ତାଟି ଖୋଲିଥିଲା । ମାତ୍ର ୬ ମାସରେ ଏହା ଦବିଯିବାକୁ ନେଇ ଅନେକ ପ୍ରଶ୍ନ ଉଠିଛି । ଜନସାଧାରଣ ଏନଏଚ୍‌ଏଆଇର ମନମୁଖି କାର୍ଯ୍ୟ ଓ ରାସ୍ତା ନିର୍ମମଣରେ ଅନିୟମିତତା ଅଭିଯୋଗ ଆଣିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri