ରିଲିଜ୍‌ ପୂର୍ବରୁ କୋଟି କୋଟି ଟଙ୍କା ରୋଜଗାର କଲାଣି ଶାହାରୁଖଙ୍କ ଡଙ୍କି, ଆଡଭାନ୍ସ ବୁକିଂରେ ରେକର୍ଡ

ମୁମ୍ବାଇ: ସୁପରଷ୍ଟାର ଶାହାରୁଖ ଖାନ ଚଳିତ ବର୍ଷର ତୃତୀୟ ବ୍ଲକବଷ୍ଟର ଫିଲ୍ମ ଭେଟି ଦେବାକୁ ପ୍ରସ୍ତୁତ ହେଉଛନ୍ତି। ପଠାନ ଏବଂ ଯବାନର ବଡ ସଫଳତା ପରେ ବର୍ତ୍ତମାନ ଅଭିନେତା ‘ଡଙ୍କି’ ସହିତ ପ୍ରେକ୍ଷାଳୟକୁ ଆସିବାକୁ ଯାଉଛନ୍ତି। କିଙ୍ଗ୍‌ଖାନଙ୍କ ଏହି ଚଳଚ୍ଚିତ୍ରକୁ ନେଇ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍‌ ରହିଛି। ‘ଡଙ୍କି’ର ଆଡଭାନ୍ସ ବୁକିଂ ଶନିବାରଠାରୁ ଆରମ୍ଭ ହୋଇଯାଇଛି ଏବଂ ଫିଲ୍ମର ପ୍ରଥମ ଦିନ ପ୍ରଥମ ଶୋ’ ପାଇଁ ଟିକେଟ୍‌ ଶୀଘ୍ର ବିକ୍ରି ହେଉଛି।

‘ଡଙ୍କି’ର ନିର୍ଦ୍ଦେଶନା ଦେଇଛନ୍ତି ରାଜକୁମାର ହିରାନୀ। ସେ ଏହା ପୂର୍ବରୁ ସେ ‘୩ ଇଡିଅଟ୍ସ’, ‘ପି.କେ’ ଏବଂ ‘ସଞ୍ଜୁ’ ଭଳି ସୁପର-ଡୁପର ହିଟ୍‌ ଫିଲ୍ମ କରିଛନ୍ତି। ଏବେ ସେ କିଙ୍ଗ୍‌ଖାନଙ୍କ ସହ ‘ଡଙ୍କି’ରେ ଆସୁଛନ୍ତି। ସମସ୍ତେ ଆଶା କରୁଛନ୍ତି ଯେ ଏହି ଯୋଡି ବକ୍ସ ଅଫିସରେ ଅନେକ ରେକର୍ଡ ସୃଷ୍ଟି କରିପାରନ୍ତି। ଯଦି ଆମେ ‘ଡଙ୍କି’ର ଆଡଭାନ୍ସ ବୁକିଂ ବିଷୟରେ କଥା ହେବା। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ସାରା ଦେଶରେ ୩ ଲକ୍ଷ ୬୪ ହଜାର ୪୮୭ ଟିକେଟ୍‌ ବୁକ ହୋଇସାରିଛି। ଏହା ସହିତ ‘ଡଙ୍କି’ ରିଲିଜ୍‌ ପୂର୍ବରୁ ୧୦.୩୯ କୋଟି ଟଙ୍କା ରୋଜଗାର କରିଛି। ସୂଚନାଯୋଗ୍ୟ, ଡିସେମ୍ବର ୨୧ରେ ‘ଡଙ୍କି’ ସିନେମାଘରେ ମୁକ୍ତଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri