ରାଜଧାନୀରେ ନକଲି ମୃଦୁ ପାନୀୟ କାରଖାନା: ଚଢ଼ାଉ କଲା ପୋଲିସ

ଭୁବନେଶ୍ୱର, ୨।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଏକ ନକଲି କାରଖାନା ଠାବ ହୋଇଛି। ମଞ୍ଚେଶ୍ୱର ଶିଳ୍ପାଞ୍ଚଳରୁ ଠାବ ହୋଇଥିବା ଏହି କାରଖାନା ଉପରେ ପୋଲିସ ଚଢ଼ାଉ ଜାରି ରଖିଛି।
ସୂଚନାଯୋଗ୍ୟ ଯେ, କିଛିଦିନ ହେବ ଭୁବନେଶ୍ବର ମଞ୍ଚେଶ୍ବର ଶିଳ୍ପାଞ୍ଚଳରେ ନକଲି ମୃଦୁ ପାନୀୟ କାରଖାନା ଚାଲିଥିବା ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗ ପାଇବା ପରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା । ଏହି ସ୍ବତନ୍ତ୍ର ଟିମ୍‌ ନକଲି ମୃଦୁ ପାନୀୟ ପ୍ରସ୍ତୁତ ହେଉଥିବା କାରଖାନାରେ ଚଢାଉ କରିଥିଲା । ଚଢାଉ ବେଳେ ବିପୁଳ ପରିମାଣର ନକଲି ସାମଗ୍ରୀ ଠାବ ହୋଇଥିବା ଜଣାପଡ଼ିଛି।
ତେବେ ଆଶ୍ଚର୍ଯ୍ୟର କଥା ହେଲା ଏକ ଫର୍ଣ୍ଣିଚର କାରଖାନା ଭିତରେ ଏହି ନକଲି ମୃଦୁ ପାନୀୟ ପ୍ରସ୍ତୁତି କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସରେ ୪ଟି ସେମିଷ୍ଟର ଅଫ୍‌ଲାଇନ ପରୀକ୍ଷା ନେଇ ଆଇନ୍‌ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସାମ୍ନାରେ ସୋମବାର ଆଇନ ଛାତ୍ରୀଛାତ୍ର ବିକ୍ଷୋଭ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଆସୁଥିବା ୟୁନିଭରସିଟି ଲ କଲେଜ, କ୍ୟାପିଟାଲ...

ହଜି ଯାଉଛି ଅସନପାଟର ପରିଚୟ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲାର କଳା ସଂସ୍କୃତି ନିଆରା। ଏକଦା ଏଠାରେ ସାମରିକ କଳାର ପ୍ରତୀକ ସ୍ବରୂପ ଛଉ ନୃତ୍ୟର ପ୍ରସିଦ୍ଧି ରହିଥିଲା। ଝୁମ୍ପୁରା...

ଏସ୍‌ସିବିର ୬ ସନ୍ଦିଗ୍ଧଙ୍କ ନମୁନା ନେଗେଟିଭ୍‌

କଟକ ଅଫିସ୍‌,୧୨ା୩: କରୋନା ଭୁତାଣୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ବିଭିନ୍ନ ସମୟରେ କଟକ ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି ହୋଇଥିବା ୬ଜଣକ ନମୁନା ରିପୋର୍ଟ ଆସିଯାଇଛି। ସମସ୍ତଙ୍କ...

ଲକ୍ଷ୍ୟ ହାସଲ ଯାଏ ପରିଶ୍ରମ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ପିଲାମାନେ ବଡ଼ ମଣିଷ ହେବାର ସ୍ବପ୍ନ ଦେଖିବା ସହ ଅନ୍ତର୍ନିହିତ ପ୍ରତିଭା ଉପଯୋଗକରି...

୫ ମେଗା ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ମେଟାଲ ସେକ୍ଟରରେ ୯୨,୭୧୩ କୋଟି ଟଙ୍କାର ୫ ମେଗା ପୁଞ୍ଜିନିବେଶ ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା...

ଆଜି କେନ୍ଦୁଝରରେ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ

ଭୁବନେଶ୍ବର,୧୮।୧୧(ବ୍ୟୁରୋ): ସ୍ବାସ୍ଥ୍ୟ କ୍ଷେତ୍ରକୁ ସୃଦୁଢ କରିବାକୁ ରାଜ୍ୟ ସରକାର ରାଜ୍ୟରେ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ କରିଛନ୍ତି। ଅନେକ ଜିଲାରେ ଲୋକଙ୍କୁ ସ୍ମାର୍ଟ ହେଲଥ୍‌ କାର୍ଡ...

ନାବାଳିକା ଗଣବଳାତ୍କାର: ମହିଳାଙ୍କ ସମେତ ୬ ଗିରଫ

ସମ୍ବଲପୁର,୨ା୮(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଡ଼ଭଗା ଅଞ୍ଚଳର ଏକ ଢାବା ନିକଟରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର...

ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ସିଡିଭିଓ: କାର୍‌ରୁ ଜବତ ହେଲା ୩ ଲକ୍ଷ ୯୧ ହଜାର ଟଙ୍କା

ବାରିପଦା ଅଫିସ/ବେତନଟୀ,୧୨।୬: ( ଡିଏନଏ)- ମୟୂରଭଞ୍ଜ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ( ସିଡିଭିଓ) ଡା. ଅଭୟ କୁମାର ତ୍ରିପାଠୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା...

Advertisement
Archives

Model This Week