ଡୁରାଣ୍ଡ କପ ୨୦୨୩: ଫୁଟବଲ କେବଳ ଏକ ଖେଳ ନୁହେଁ, ଏକ ଭାବନା ମଧ୍ୟ. କହିଲେ ରାଜନାଥ…

କୋକରାଝର,୫।୮ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଆସାମର କୋକରାଝରରେ ଡୁରାଣ୍ଡ-କପ ୨୦୨୩ ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଥିଲେ, ’ମୁଁ ଶୁଣିଥିଲି ଭାରତର ସମଗ୍ର ଉତ୍ତର ପୂର୍ବ ଅଞ୍ଚଳ ଫୁଟବଲ ପ୍ରତି ଉତ୍ସାହ ପାଇଁ ଜଣାଶୁଣା। ଡୁରାଣ୍ଡ କପ ବିଷୟରେ ମୁଁ ସମସ୍ତଙ୍କ ମଧ୍ୟରେ ଦେଖୁଥିବା ଉତ୍ସାହ ମୋତେ ନିଶ୍ଚିତ କରିଛି ଉତ୍ତର ପୂର୍ବ ଅଞ୍ଚଳ ଫୁଟବଲ ମାଧ୍ୟମରେ ଲୋକଙ୍କ ହୃଦୟରେ ପହଞ୍ଚି ପାରିଛି। ଫୁଟବଲ ପ୍ରତି ଏହି ଉତ୍ସାହ ଭାରତର ବହୁତ କମ ସ୍ଥାନରେ ଦେଖାଯାଏ ।

ଫୁଟବଲ କେବଳ ଖେଳ ନୁହେଁ, ବରଂ ଏକ ଭାବନା । ୨୯୭୦ ଦଶକରେ ନାଇଜେରିଆରେ ଗୃହଯୁଦ୍ଧ ଆରମ୍ଭ ହୋଇଥିଲା। ସେହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଥିଲେ ଏବଂ ପରିବେଶ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। କିନ୍ତୁ ଯେତେବେଳେ ବ୍ରାଜିଲର ଖେଳାଳି ପେଲେ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳିବା ପାଇଁ ସେଠାରେ ପହଞ୍ଚିଥିଲେ, ସେତେବେଳେ ଦେଶରେ ୪୮ ଘଣ୍ଟା ଶାନ୍ତି ରହିଥିଲା। କଳ୍ପନା କରନ୍ତୁ ଫୁଟବଲ କିପରି ଚମତ୍କାର ଭାବରେ ପରିସ୍ଥିତିକୁ ସ୍ବାଭାବିକ କଲା। ଏହାର ଅର୍ଥ ହେଉଛି ଫୁଟବଲ ଶାନ୍ତିର ଖେଳ ଏବଂ ଏହା ଲୋକଙ୍କୁ ଏକତ୍ର କରିଥାଏ।
କ୍ରୀଡା ହେଉ କିମ୍ବା ସମାଜ ହେଉ କିମ୍ବା ରାଷ୍ଟ୍ର, ଏଥିରେ ନିୟମ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ଏହାକୁ ବଜାୟ ରଖିବା ଆମର ସମସ୍ତଙ୍କର ଦାୟିତ୍ୱ। ଜଣେ ପ୍ରକୃତ କ୍ରୀଡ଼ାବିତ ଏବଂ ଜଣେ ପ୍ରକୃତ ନାଗରିକ ଖେଳ ଏବଂ ସମାଜର ନିୟମ ଅନୁଯାୟୀ ନିଜର କର୍ତ୍ତବ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri