ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ ହେଉଛନ୍ତି ଯୁବ ପ୍ରଯୋଜକ କୁମାର ପ୍ରୀତମ ସାହୁ। ଚଳଚ୍ଚିତ୍ରର ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି ପୁନମ୍‌ ମିଶ୍ର। କାହାଣୀ ରଚନା କରିବା ସହ ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଆଗଧାଡିର ନିର୍ଦ୍ଦେଶକ ତାପସ ସରଘରିଆ। ସଂଳାପ ଲେଖିଛନ୍ତି ଅନ୍ତର୍ଯ୍ୟାମୀ ସରଘରିଆ। ଗୀତଗୁଡିକୁ ସ୍ବରରେ ସଜାଇଛନ୍ତି ଅଭିଜିତ ମଜୁମଦାର। ଏଥିରେ ଇଶା ତଲଓ୍ବାର, ରାଜ୍‌ ରାଜେଶ, ଅଭିଷେକ ଗିରି, ହରି, ପୁଷ୍ପା ପଣ୍ଡା, ଶକ୍ତି ବରାଳ, ଏବଂ ବିଦୁସ୍ମିତା ପ୍ରମୁଖ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri