ଜଗତ୍‌ସିଂହପୁରରେ ଦୁର୍ଗାପୂଜା ବନ୍ଦ

ଜଗତ୍‌ସିଂହପୁର ଅଫିସ, ୨୪ା୮-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲାରେ ସାର୍ବଜନୀନ ଦୁର୍ଗାପୂଜା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ଏନେଇ ମା’ଦୁର୍ଗା ଓ ହରପାର୍ବତୀ ମେଢ ନିର୍ମାଣ ଉପରେ ଅଙ୍କୁଶ ଲଗାଯାଇଛି । କେବଳ ଔପଚାରିକତା ପୂରଣ ପାଇଁ ମାଟି ଉଠାଯାଇ ଘଟ ପୂଜା କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ଜିଲାପାଳ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ସୋମବାର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ପଷ୍ଟ କରାଯାଇଛି ମାଟି ଉଠାଯିବା ସମୟରେ ବାଜା, ବାଣ କିମ୍ବା ଶୋଭାଯାତ୍ରା ଆଦି କରାଯିବ ନାହିଁ । ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯିବ । କୌଣସି ସ୍ଥାନରେ ୪ ଜଣରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ । ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ବୈଠକରେ ଥାନପତି ମହାଦେବ କ୍ଲବ ସଭାପତି ସତ୍ୟବ୍ରତ ମହାପାତ୍ର, ଶ୍ରୀରାମ କ୍ଲବ ସଭାପତି ରନତ୍ାକର ବିଶ୍ୱାଳ, ଷୋଳପୁଅ ମା’ପୂଜା କମିଟିର ସଭାପତି ପ୍ରେମାନନ୍ଦ ପଢିହାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri