ଦୁର୍ଗା ପୂଜା ପ୍ରସ୍ତୁତି ବୈଠକରେ ବଡ଼ ନିଷ୍ପତ୍ତି: ଭସାଣିରେ ଆଉ ବାଜିବନି…

ଭୁବନେଶ୍ବର,୧।୯: ଆଗକୁ ଦୁର୍ଗାପୂଜା। ଏନେଇ ବିଭିନ୍ନ କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମିଶନରେଟ୍‌ ପୋଲିସ ଏବଂ ଦୁର୍ଗା ପୂଜା କମିଟି ପକ୍ଷରୁ ସୋମବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ଅନୁଯାୟୀ, ଭୁବନେଶ୍ବର ଦୁର୍ଗା ପୂଜା ଭସାଣିରେ ଡିଜେ ବାଜିବ ନାହିଁ ବୋଲି ସ୍ଥିର କରାଯାଇଛି। ଏପରିକି ଭସାଣିରେ ଲେଜର ଲାଇଟ ଏବଂ ବାଣ ଫୁଟାଇବାକୁ ମଧ୍ୟ ବାରଣ କରାଯାଇଛି। କେବଳ ପାରମ୍ପରିକ ବାଜାରେ ମା’ଙ୍କ ଭସାଣି ଶୋଭାଯାତ୍ରା ହେବ ବୋଲି ବୈଠକରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri