ରାଜଧାନୀରେ ଶୋଭାପାଇବ ୧୭୮ ମେଢ଼

ଭୁବନେଶ୍ୱର,୧୨।୯(ବ୍ୟୁରୋ): ୨ ବର୍ଷ ପରେ ଭକ୍ତଙ୍କ ଗହଣରେ ପୂଜା ପାଇବେ ମା’ଦୁର୍ଗା। କରୋନା କମୁଥିବାରୁ ଏଥର ରାଜଧାନୀରେ ଜାକଜମକରେ ଦୂର୍ଗା ପୂଜା ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ରାଜଧାନୀରେ ୧୭୮ଟି ମେଢ଼ ଶୋଭାପାଇବ। ପୂର୍ବ ଭଳି ଭସାଣି ପାଇଁ ଅସ୍ଥାୟୀ ବିସର୍ଜନ ପୋଖରୀ ନିର୍ମାଣ ହେବ। ସେହିପରି ମେଲୋଡ଼ି ପାଇଁ ରାତି ୧୨ଟା ଯାଏ ଅନୁମତି ଦିଆଯାଇଛି। ଏହାସହ ପୂଜା ସମୟରେ କିଭଳି ଶାନ୍ତିଶୃଙ୍ଖଳା ବଜାୟ ରହିବ। ସେନେଇ ବିଏମ୍‌ସିର ପକ୍ଷରୁ ଏକ ବୈଠକ ଆୟୋଜିତ ହୋଇଛି। ସେଥିରେ ରାସ୍ତା ମରାମତି, ପରିମଳ ବ୍ୟବସ୍ଥା, ଶାନ୍ତିଶୃଙ୍ଖଳା ଉପରେ ଗୁରୁତ୍ୱ ଦିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯’ ଆରମ୍ଭ: ଗୋଟିଏ ସ୍ଥାନରେ ଉତ୍କୃଷ୍ଟ ସିଲ୍କ ଉତ୍ପାଦ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଆର୍ଟିଜାନ୍ସ ଆଣ୍ଡ୍‌ ୱେଭସର୍ର୍ ୱେଲଫେୟାର୍‌ ଆସୋସିଏଶନ୍‌ ‘ହସ୍ତଶିଳ୍ପୀ’ ଦ୍ୱାରା ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ୧୧ଦିନ...

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ : ଖୋର୍ଦ୍ଧାକୁ କାଟିଲା ବାଲେଶ୍ୱର

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୭...

ସରକାରୀ ବାବୁଙ୍କ ଘରେ ନାବାଳିକାଙ୍କୁ ବଳାତ୍କାର

ବାଲିଚନ୍ଦ୍ରପୁର,୩।୧୧(ସ୍ବ.ପ୍ର.): ବାଲିଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ସୋମବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗରୁ ଜଣାପଡ଼ିଛି ଯେ, ନାନପୁର ବିରୂପା ନଦୀ...

ଓଷୁଅ ଲାଗି ହେଲେ ଠାକୁର

ପୁରୀ ଅଫିସ, ୨୩ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ। ଜ୍ୱରରୁ ଉପଶମ ପାଇବା...

ରାଜ୍ୟର ୧୪ ସହରରେ କମିଛି ପ୍ରଦୂଷଣ: ଭୁବନେଶ୍ୱର, ବ୍ରହ୍ମପୁରରେ ସର୍ବାଧିକ ୬୦ ପ୍ରତିଶତ ହ୍ରାସ

ଭୁବନେଶ୍ୱର, ୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ରାଜ୍ୟର ୧୪ ସହରରେ ଏବେ ବାୟୁ ପ୍ରଦୂଷଣ ମାତ୍ରା କମିଛି।...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ପୁରୀରୁ ଗିରଫ

ଜଳେଶ୍ୱର,୯।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ରାଇବଣିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି।...

ବରଙ୍କୁ ବେଦିରୁ ଉଠାଇନେଲା ପୋଲିସ

ଖୋର୍ଦ୍ଧା ଅଫିସ, ୧୨ା୩: ପ୍ରଥମ ସ୍ତ୍ରୀ ଥାଇ ୨ୟ ବିବାହ କରୁଥିବା ଅଭିଯୋଗରେ ସ୍ବାମୀକୁ ବାହାବେଦିରୁ ଉଠାଇ ନେଇଛି ପୋଲିସ। ଏ ନେଇ ସ୍ବାମୀ ହଟହଟା...

ମାଲକାନଗିରିରେ ଅଜଣା ରୋଗରେ ଆଉ ଜଣଙ୍କର ଜୀବନଗଲା

ମାଲକାନଗିରି,୨୨ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ସାଲିମି ପଞ୍ଚାୟତ ଅନ୍ତର୍ଗତ ହଳଦୀକୁଣ୍ଡ ଗ୍ରାମରେ ବୁଧବାର ରାତିରେ ଆଉ ଜଣେ ଯୁବକଙ୍କ ଅଜଣା ରୋଗରେ ମୃତ୍ୟୁ ଘଟିଛି।...

Advertisement
Archives

Model This Week