ଏଥର ଝଲସିବନି ରାଜଧାନୀ: ଆଡ଼ମ୍ବରଶୂନ୍ୟ ହେବ ପୂଜା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): କରୋନା ମହାମାରୀ ଯୋଗୁ ସମସ୍ତ ପୂଜାପର୍ବ ଉପରେ କଟକଣା ଲାଗିଛି। ସେହିପରି ଭୁବନେଶ୍ୱରେ ଦୁର୍ଗାପୂଜା କେମିତି ହେବ ସେନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ କମିଟି ସଦସ୍ୟଙ୍କ ସହ କମିଶନରେଟ ପୋଲିସର ଏହି ବୈଠକ ହୋଇଥିଲା। ଏହି ବୈଠକରେ ଚଳିତବର୍ଷ ପୂଜାମଣ୍ଡପ ତୋରଣ ଏବଂ ଆଲୋକମାଳାରେ ଝଲସିବନି ବୋଲି ନିଷ୍ପତ୍ତି ନିଆଯାଇଛି। ମୂର୍ତ୍ତିର ଉଚ୍ଚତା ୪ରୁ ୫ଫୁଟ ହେବ। ୧୦ ଜଣଙ୍କୁ ନେଇ ପୂଜା ଅନୁଷ୍ଠିତ ହେବ। ପୂଜାମଣ୍ଡପରେ ମାଇକ ବାଜିବନି। ଲୋକେ ମଣ୍ଡପକୁ ନ ଆସି ଘରେ ରହି ପୂଜା କରିବେ। ରାବଣ ପୋଡ଼ି କିମ୍ବା ଭସାଣି ଉତ୍ସବ ମଧ୍ୟ ହେବ ନାହିଁ। କେବଳ ମୂର୍ତ୍ତି ବିସର୍ଜନ କରାଯିବାକୁ ଅନୁମତି ରହିଛି। ଏହି ବୈଠକରେ ମନ୍ତ୍ରୀ ଅଶୋକ ପଣ୍ଡା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?