ଆଜି ଜଗତଜନନୀ ମା’ଦୁର୍ଗାଙ୍କର ଅଷ୍ଟମୀ ପୂଜା

ଭୁବନେଶ୍ୱର,୧୩ା୧୦: ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ସ୍ବତନ୍ତ୍ର ରୀତିନୀତି ଅନୁସାରେ ଦେବୀପୀଠରେ ମା’ଙ୍କ ପୂଜାର୍ଚ୍ଚନା ଚାଲିଛି। ମଣ୍ଡପ ମଧ୍ୟକୁ ଭକ୍ତମାନଙ୍କୁ ନ ଯିବା ପାଇଁ ବାରଣ ଥିବାରୁ ବାହାରେ ରହି ପୂଜା କରିଥିବା ଦେଖିବାକୁ ମିଳିଛି ସୋସିଆଲ ମିଡିଆ ମାଧ୍ୟମରେ ପୂଜାର୍ଚ୍ଚନାର ସିଧା ପ୍ରସାରଣ କରାଯାଉଛି । ଘରେ ରହି ଭକ୍ତମାନେ ମା’ଙ୍କ ଦର୍ଶନ କରିପାରୁଛନ୍ତି। କରୋନା ମହାମାରୀ ପାଇଁ ସବୁଠି ନିରାଡମ୍ବର ଭାବେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସ୍ଥାପନ କରାଯାଇ ପୂଜାର୍ଚ୍ଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃୟାରୀ ୧୫ରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ...

କୋଷ୍ଟାଲ ହାଇଓ୍ବେକୁ ନେଇ ଶ୍ରେୟ ରାଜନୀତି

ଭୁବନେଶ୍ୱର,୪ା୨(ବ୍ୟୁରୋ):ଭାରତମାଳା ପରିଯୋଜନା ଅନ୍ତର୍ଗତ କୋଷ୍ଟାଲ ହାଇଓ୍ବେ କାର୍ଯ୍ୟର ତ୍ୱରାନ୍ବିତ ନେଇ ସମୀାକ୍ଷା ହେବାପରେ କାହାକୁ ଶ୍ରେୟ ମିଳିବ ତାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ଉଭୟ...

୧ ମିନିଟ୍‌ରେ ୩୪୮ ମୁଷ୍ଟିଘାତ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ପଞ୍ଚ୍‌ମ୍ୟାନ ଭାବେ ପରିଚିତ ସତ୍ୟପୀର ପ୍ରଧାନ ଆଉଏକ ବିଶ୍ୱ ରେକର୍ଡ ଅପେକ୍ଷାରେ। ସ୍ଲୋଭାକିଆର ମୁଷ୍ଟିଯୋଦ୍ଧା ପାଭେଲ୍‌ ରୁଷୋଭ୍‌ଙ୍କ ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ...

କାର୍ଯ୍ୟରେ ଅବହେଳା: ବଦଳିଲେ ଫାଣ୍ଡି ଅଧିକାରୀ

କାର୍ଯ୍ୟରେ ଅବହେଳା ଅଭିଯୋଗରେ ବଦଳିଛନ୍ତି ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ। ଏସ୍‌ପି ଅନୁପମା ଜେମ୍‌ସଙ୍କ ନିର୍ଦ୍ଦେଶରେ ତାଙ୍କୁ ପରଜଙ୍ଗ ଥାନାକୁ...

ଭୋଟ ଦେଇପାରିବେ କୋଭିଡ୍‌ ସଂକ୍ରମିତ

ଭୁବନେଶ୍ୱର,୯ା୯(ବ୍ୟୁରୋ)-ଆସନ୍ତା ନଭେମ୍ବର ୨୯ ତାରିଖ ପୂର୍ବରୁ ଓଡିଶାରେ ଖାଲି ରହିଥିବା ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନରେ...

ପଶ୍ଚିମବଙ୍ଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ଓଡ଼ିଆ ମୃତ, ୩ ଗୁରୁତର

ଭୁବନେଶ୍ୱର,୧୮।୩(ବ୍ୟୁରୋ): ପଶ୍ଚିମବଙ୍ଗର ସିଲିଗୁଡ଼ି କଲିମ୍‌ପଙ୍ଗ ଘାଟିରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଭୁବନେଶ୍ୱର ଅଞ୍ଚଳର ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ଜଣ...

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳିକାଙ୍କ ମୃତ୍ୟୁ

ଯାଜପୁର ଟାଉନ, ୨୩।୧୧ (ଡିଏନଏ): ଯାଜପୁର ସହର କୁସୁମା ନିକଟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ନାବାଳିକାଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିବା...

ଓଡ଼ିଶା ସାରା ଦେଶରେ ମଡେଲ

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଓଡ଼ିଶାରେ ମୃତ୍ୟୁହାର ସାରା ଦେଶରେ ସର୍ବନିମ୍ନ। ଦିଲ୍ଲୀରେ ମୃତ୍ୟୁହାର ୬.୬ ପ୍ରତିଶତ ରହିଥିବା ବେଳେ ଭାରତରେ ୦.୭ ପ୍ରତିଶତ। ସେହିପରି ଓଡ଼ିଶାରେ ଏହା...

Advertisement


Archives

Model This Week