ଆଜି ଜଗତଜନନୀ ମା’ଦୁର୍ଗାଙ୍କର ଅଷ୍ଟମୀ ପୂଜା

ଭୁବନେଶ୍ୱର,୧୩ା୧୦: ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ସ୍ବତନ୍ତ୍ର ରୀତିନୀତି ଅନୁସାରେ ଦେବୀପୀଠରେ ମା’ଙ୍କ ପୂଜାର୍ଚ୍ଚନା ଚାଲିଛି। ମଣ୍ଡପ ମଧ୍ୟକୁ ଭକ୍ତମାନଙ୍କୁ ନ ଯିବା ପାଇଁ ବାରଣ ଥିବାରୁ ବାହାରେ ରହି ପୂଜା କରିଥିବା ଦେଖିବାକୁ ମିଳିଛି ସୋସିଆଲ ମିଡିଆ ମାଧ୍ୟମରେ ପୂଜାର୍ଚ୍ଚନାର ସିଧା ପ୍ରସାରଣ କରାଯାଉଛି । ଘରେ ରହି ଭକ୍ତମାନେ ମା’ଙ୍କ ଦର୍ଶନ କରିପାରୁଛନ୍ତି। କରୋନା ମହାମାରୀ ପାଇଁ ସବୁଠି ନିରାଡମ୍ବର ଭାବେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସ୍ଥାପନ କରାଯାଇ ପୂଜାର୍ଚ୍ଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷିକୁ ଫୋକସ୍‌

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟ ପାଇଁ କରୋନା ମହାମାରୀ ପରବର୍ତ୍ତୀ ସମୟ ଅତ୍ୟନ୍ତ କଠିନ ହୋଇଛି। କେନ୍ଦ୍ରୀୟ ଟିକସ ହ୍ରାସ ସାଙ୍ଗକୁ ଜିଏସ୍‌ଟି କ୍ଷତିପୂରଣ, ପଞ୍ଚଦଶ ଅର୍ଥ କମିଶନ...

ଭୁବନେଶ୍ୱରରୁ ରାଜସ୍ଥାନ, ଗୋଆକୁ ଉଡିବ ବିମାନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ବିମାନ ସେବା ଆରମ୍ଭ ହେବ। ଆସନ୍ତା ନଭେମ୍ବର ୨ ତାରିଖରୁ ଏହି ବିମାନସେବା ଆରମ୍ଭ ହେବ। ଇଣ୍ଡିଗୋ ପକ୍ଷରୁ...

ଅନ୍ଧାରରେ ୯୫ କର୍ମଚାରୀଙ୍କ ଭବିଷ୍ୟତ

କଟକ ଅଫିସ,୨୩ା୮: ଅସ୍ଥାୟୀ ଭାବେ କାର୍ଯ୍ୟ କରୁଥିବା ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ୯୫ଜଣ କର୍ମଚାରୀଙ୍କୁ ନେଇ ଏବେ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଏମାନେ ହେଲେ ଦୈନିକ...

ହକି ବିଶ୍ୱକପ୍‌ ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ,ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର ଚେନ୍ନାଇରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌କୁ ଭେଟିଛନ୍ତି। ଓଡିଶାରେ ଆୟୋଜିତ ହେଉଥିବା ହକି...

ଆଧିପତ୍ୟ ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୨୭ା୩ ଅନୁଗୋଳ ସହରରେ ଭିଡ଼ ନିୟନ୍ତ୍ରଣ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ଜବରଦଖଲ ହଟାଉଛି ପୌର ପ୍ରଶାସନ। ବିଶେଷକରି ରାସ୍ତା ପାର୍ଶ୍ୱକୁ ଜବରଦଖଲ କରି...

ପ୍ରାଣୀମାନଙ୍କୁ ସେବା ଦେବା ଆବଶ୍ୟକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ୍‌ଲାଇନ ଜରିଆରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ରାଜ୍ୟସ୍ତରୀୟ ପ୍ରାଣୀସେବା ହେଲ୍‌ପଲାଇନ ସହିତ ଅନେକ ନୂଆ ଯୋଜନାର...

ଚାମ୍ପିୟନ ପ୍ରମୋଦଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର,୧୦।୯: ଟୋକିଓ ପାରାଲିମ୍ପିକ୍ସରେ ଦେଶ ପାଇଁ ଗୌିରବ ଆଣିଥିବା ସୁନା ପୁଅ ପ୍ରମୋଦ ଭଗତ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ପ୍ରମୋଦ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚବାପରେ ତାଙ୍କୁ...

କଟକଣା ମଧ୍ୟରେ ହୋଲି ମନାଇଲେ କଟକବାସୀ

କଟକ ଅଫିସ,୨୯।୩: ଭାଇଚାରାର ସହର କଟକରେ ସୋମବାର ରଙ୍ଗର ପର୍ବ ହୋଲି ପାଳିତ ହୋଇଯାଇଛି। ଚଳିତ ବର୍ଷ କରୋନା କଟକଣା ହୋଲିକୁ ଫିକା କରିଦେଇଛି। ଲୋକେ...

Advertisement
Archives

Model This Week