ଡୁରିଆନ୍‌ ଫର୍ନିଚରର ସ୍ବତନ୍ତ୍ର ଅଫର

ଭୁବନେଶ୍ୱର,୨୫।୨ (ଅନୁରାଧା ମହାରଣା): ଘରକୁ ସୁନ୍ଦର ଲୁକ୍‌ ଦେବା ସହ ଆରାମଦାୟକ ଆସବାବପତ୍ର କ୍ରୟ ପାଇଁ ଲୋକମାନେ ଆଗ୍ରହ ପ୍ରକାଶ କରୁଛନ୍ତି। ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ‘ଡୁରିଆନ୍‌’ ପକ୍ଷରୁ ସ୍ବତନ୍ତ୍ର ଫର୍ନିଚର ଉପଲବ୍ଧ କରାଯାଉଛି। ସାରା ଦେଶରେ ଏହାର ୫୫ରୁ ଅଧିକ ଷ୍ଟୋର ରହିଥିବାବେଳେ ବର୍ତ୍ତମାନ ଗ୍ରାହକଙ୍କୁ ସ୍ବତନ୍ତ୍ର ଅଫର ମଧ୍ୟ ପ୍ରଦାନ କରାଯାଉଛି। ୪୫ ପ୍ରତିଶତ ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯାଉଛି। ସୋଫା, ବେଡ୍‌, ଡାଇନିଂ, ସେଣ୍ଟର ଟେବୁଲ, ଅଫିସ୍‌ ଫର୍ନିଚର ଭଳି ଷ୍ଟୋରରେ ଆକର୍ଷଣୀୟ ଫର୍ନିଚର ରହିଛି। ମହାରାଷ୍ଟ୍ର ପାଲଗଡ଼ରେ ଏହିସବୁ ଉପତ୍ାଦ ପ୍ରସ୍ତୁତ କରାଯାଉଛି। ପ୍ରତି ଫର୍ନିଚରରେ ୫ ବର୍ଷର ଓ୍ବାରେଣ୍ଟି ରହୁଥିବା ‘ଡୁରିଆନ୍‌’ର ରାଜ୍ୟ ମୁଖ୍ୟ ଅଜୟ ଶର୍ମା ସୂଚନା ଦେଇଛନ୍ତି। ତେବେ ଡୁରିଆନ୍‌ ଷ୍ଟୋରରୁ ଫର୍ନିଚର କିଣିବାକୁ ଚାହଁୁଥିବା ବ୍ୟକ୍ତି ସହଜ ଇଏମ୍‌ଆଇ ସୁବିଧା ମଧ୍ୟ ପାଇପାରିବେ। ସମସ୍ତ ପ୍ରକାର କ୍ରେଡିଟ୍‌ ଓ ଡେବିଟ୍‌ କାର୍ଡ ଏଠାରେ ଗ୍ରହଣ କରାଯାଉଥିବା ଶର୍ମା କହିଛନ୍ତି। ଭୁବନେଶ୍ୱରସ୍ଥିତ ସାମନ୍ତରାପୁର ଷ୍ଟୋର ପରିଦର୍ଶନକରି କିମ୍ବା www.durian.inରେ ଲଗ୍‌ଇନ୍‌ କରି ଗ୍ରାହକ ଫର୍ନିଚର କ୍ରୟ କରିପାରିବେ । ୪୦ବର୍ଷ ଧରି ଡୁରିଆନ୍‌ ଗ୍ରାହକଙ୍କୁ ମନପସନ୍ଦର ଫର୍ନିଚର ଯୋଗାଇ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri