ବାଘଛାଲ ବିକ୍ରି ପାଇଁ ଡିଲ୍‌ବେଳେ ଧରିଲା ବନବିଭାଗ

ଦେବଗଡ଼,୧୧ା୧୧(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ଫରେଷ୍ଟ ରେଞ୍ଜ ପଳସମା ସେକ୍ସନ ବ୍ରାହ୍ମଣୀପାଲି ଗାଁ ନିକଟରେ ବାଘ ଛାଲ ବିକ୍ରି ପାଇଁ ଡିଲ୍‌ ଚାଲିଥିବା ବେଳେ ଧରିଛି ବନବିଭାଗ। ଘଟଣାସ୍ଥଳରୁ କୁଣ୍ଢେଇଗୋଳା ଥାନା କୁସକଲିଆ ଗାଁର ୫୫ ବର୍ଷୀୟ ପ୍ରହଲ୍ଲାଦ ପରିଡ଼ାଙ୍କୁ ଗିରଫ କରିଛି ବନବିଭାଗ।
ବାଘଛାଲ ବେପାରୀଙ୍କୁ ଧରିବା ପାଇଁ ଦେବଗଡ଼ ବନଖଣ୍ଡ ଅଧିକାରିଣୀ କ୍ଷମା ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା। ଚଢ଼ାଉ ସମୟରେ ଜଣେ ବେପାରୀ ଗିରଫ ହୋଇଥିବାବେଳେ ଘଟଣାସ୍ଥଳରୁ ଆଉ କେତେଜଣ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଏନେଇ ଅଧିକ ତଦନ୍ତ ଜାରି ରହିଥିବା ଜଣାପଡ଼ିଛି। ଏ ଘଟଣାରେ ସିମିଲିହୋତା ଗ୍ରାମର ପାଣ୍ଡବ ପ୍ରଧାନ(୫୦)ଙ୍କୁ ମଧ୍ୟ ବୁଧବାର ବିଳିମ୍ବିତ ରାତିରେ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନିଶ୍ଚିତତାରେ ଗୁଣପୁର-ଥେରୁବାଲି ରେଳପଥ

ଗୁଣପୁର,୧୮ । ୨(ଡି.ଏନ୍‌.ଏ.) କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଛନ୍ଦି ହୋଇ ଅନିଶ୍ଚିତତା ଆଡ଼କୁ ଚାଲିଯାଉଛି ଗୁଣପୁର-ଥେରୁବାଲି ରେଳପଥ। କେନ୍ଦ୍ର ସରକାର ଏହି ପ୍ରକଳ୍ପ ଲାଭଦାୟକ...

ବିକାଶ ପାଇଁ ମଝିଘରିଆଣୀଙ୍କ ନାଁରେ ଶପଥ

ରାୟଗଡ଼ା ଅଫିସ,୪ା୩: ରାୟଗଡ଼ା ମୋର ମାତୃଭୂମି। ନିଜ ମାଟି ପାଇଁ କାମ କରିପାରିଲେ ନିଜକୁ ଧନ୍ୟ ମନେ କରିବି। ମାଁ ମଝିଘରିଆଣୀଙ୍କ ନାଁରେ ଶପଥ କରି...

ବରଗଡ଼ରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଲା

ବରଗଡ଼ ଅଫିସ,୫ା୬: ବରଗଡ଼ ଜିଲାରେ ପୁଣି ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅନ୍ତର୍ଗତ ସାତବନ୍ଧ, ଜାରିଂ କନପୁରୀ ଓ...

କୋଷ୍ଟାଲ ଟ୍ରେକିଂରେ ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ବାର୍ତ୍ତା

ପୁରୀ ଅଫିସ, ୧୪ା୧୨: ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ଏବଂ ଆଗାମୀ ପୀଢିଙ୍କୁ ପ୍ରକୃତି ସହ ଯୋଡ଼ିିବାର ବାର୍ତ୍ତା ନେଇ ଭୁବନେଶ୍ୱର ସାଇକ୍ଲିଂ ଆଣ୍ଡ୍‌ ଆଡଭେଞ୍ଚର...

କଳାବଜାର ରୋକିବାକୁ ଦୋକାନ ଆଗରେ ଲାଗିଲା ଦର ତାଲିକା

ରାଇକିଆ,୨୮।୩(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ସବୁଠି ଲାଗିଛି କଟକଣା। ୨୧ ଦିନ ପାଇଁ ଲକ୍‌ଡାଉନ ଘୋଷଣା ପରେ ଜରୁରୀ ଖାଦ୍ୟ ସାମଗ୍ରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି...

ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଡ଼ବିଲ,୧୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ବଜାର ମଧୁସୂଦନ ଛକ ନିକଟରେ ଅଗ୍ନିକାଣ୍ଡ ଘଟି ୩ଟି ଦୋକାନ ଘର ପୋଡ଼ିଜଳି ପାଉଁଶ ହୋଇଯାଇଥିବା ଜଣାପଡ଼ଛି। ଏକ ଟାୟାର...

ବ୍ରଜରାଜନଗରରେ କିଶୋର ମହାନ୍ତି ଆଗୁଆ

ବ୍ରଜରାଜନଗର,୨୩।୫: ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ରହିଛନ୍ତି। କିଶୋର ୧୦୬୬୩ ଭୋଟ ପାଇଥିବାବେଳେ...

ବୁଦାରୁ ମିଳିଲା ମହିଳାଙ୍କ ମୃତଦେହ

ଯୋଡ଼ା,୨୫।୧୦(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ କମଳପୁର ଗ୍ରାମରେ ସୋମବାର ଏକ ବୁଦା ଭିତରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି।...

Advertisement
Archives

Model This Week