ଦିନିକିଆ କୋରାପୁଟ ଗସ୍ତରେ କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଯୋଗାଣ ରାଷ୍ଟ୍ରମନ୍ତ୍ରୀ

କୋରାପୁଟ,୬।୧୧(ସ୍ବ.ପ୍ର.): କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଯୋଗାଣ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଶନିବାର ଦିନିକିଆ କୋରାପୁଟ ଗସ୍ତରେ ଯାଇଛନ୍ତି। ସେଠାରେ ସେ ପହଞ୍ଚି ଆଦିବାସୀଙ୍କ ବିକାଶ ନେଇ ସ୍ଥାନୀୟ ବିଭାଗୀୟ ଅଧକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ସେହିପରି ଜିଲାରେ ଏକଲବ୍ୟ ବିଦ୍ୟାଳୟ ଉପରେ ଆଲୋଚନା କରିଛନ୍ତି । ଜିଲାରେ ସମସ୍ତ ଅଞ୍ଚଳରେ ଲୋକଙ୍କୁ ବିଶୁଦ୍ଧ ଜଳଯୋଗାଣ ନେଇ କେନ୍ଦ୍ର ସରକାର ପ୍ରାଧାନ୍ୟ ଦେଉଥିବା ସେ କହିଛନ୍ତି । ଏହି ଅବସରରେ ଭାଜପା ଜିଲା ସଭାପତି ସୁମନ୍ତ ପ୍ରଧାନ, ବଳଭଦ୍ର ମାଝି, ଜୟରାମ ପାଙ୍ଗି ସମେତ ବହୁ ନେତା କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ରୁ ତୃତୀୟରୁ ନବମ ଶ୍ରେଣୀ ମିଡ୍‌-ଟର୍ମ ଆସେସ୍‌ମେଣ୍ଟ

ଭୁବନେଶ୍ୱର, ୧୫।୧୧(ବ୍ୟୁରୋ):ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ମିଡ୍‌-ଟର୍ମ ଆସେସ୍‌ମେଣ୍ଟ ଆସନ୍ତା ୧୭ ତାରିଖରୁ ଆରମ୍ଭ...

ଅଶାନ୍ତ ରାଜଧାନୀ: ପୋଲିସ ଆଗରେ ହଣାକଟା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଦିନକୁ ଦିନ ଅଶାନ୍ତ ହୋଇପଡୁଛି ରାଜଧାନୀ ଭୁବନେଶ୍ୱର। ବୁଧବାର ଜମିଜମାକୁ କେନ୍ଦ୍ର କରି ଜନଗହଳି ପୂର୍ଣ୍ଣ ରାସ୍ତା ଏପରିକି ପୋଲିସ ସମ୍ମୁଖରେ ବଡ଼ ଭାଇଙ୍କୁ...

ଆଗରପଡା ମେଲଣରେ ୬୦ରୁ ଉର୍ଦ୍ଧ୍ୱ ବିମାନ

ବନ୍ତ, ୧୦ା୩(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ରାମଗଡ ମେଲଣରେ ୬୦ରୁ ଊର୍ଦ୍ଧ୍ୱ ସୁସଜ୍ଜିତ ବିମାନ ବିରାଜମାନ ହୋଇଛନ୍ତି। ମଙ୍ଗଳବାର ଭୋର ୪ଟାରେ ବାଣ ରୋଷଣୀ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୬୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୪, ପୁରୀରୁ ୧୪୭,...

ଝଗଡ଼ା ପରେ ବିଷ ପିଇଲେ ନବବିବାହିତା

ବ୍ରହ୍ମପୁର ଅଫିସ,୨୭ା୮: ବିଷପିଇ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି ହୋଇଥିବା ଜଣେ ନବବିବାହିତା ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଅଲାରିଗଡ ଗ୍ରାମର...

ସଂକ୍ରମଣ ନେଉଛି ଅଧିକ ଜୀବନ

ଅନୁଗୋଳ ଅଫିସ, ୩ା୬:  ଜନ୍ମରୁ ୨୮ ଦିନ ଓ ୨୮ ଦିନରୁ ୧୨ ମାସ ମଧ୍ୟରେ ସଂକ୍ରମଣ (ଇନ୍‌ଫେକ୍‌ଶନ) ହିଁ ଅଧିକ ଶିଶୁଙ୍କ ଜୀବନହାନି ଘଟାଇଥାଏ।...

ଶ୍ରୀମନ୍ଦିର ନାଟମଣ୍ଡପରେ ଫାଟ

ପୁରୀ ଅଫିସ,୨୨।୩:ଶ୍ରୀମନ୍ଦିର ନାଟମଣ୍ଡପରେ ଫାଟ ହୋଇଛି। ସୋମବାର ନାଟମଣ୍ଡପ କାନ୍ଥରେ ୪ଟି ଫାଟ ଦେଖିବାକୁ ମିଳିଛି। ଏଥିମଧ୍ୟରେ ୩ଟି ଛୋଟ ଓ ଗୋଟିଏ ବଡ଼ ଫାଟ...

CORONAVIRUS UPDATE: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୭୧୮ ପଜିଟିଭ୍‌ ଚିହ୍ନଟ, ୧୬ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭ା୭(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୭୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକାନ୍ତଙ୍କ ସଂଖ୍ୟା ୧୬ ହଜାର ଟପିଥିବା...

Advertisement
Archives

Model This Week