ମହାଶିବରାତ୍ରରେ ବିଭିନ୍ନ ଶୈବପୀଠ ଉତ୍ସବ ମୁଖର

ଗଞ୍ଜାମ,୨୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖ ପାଖ ଅଞ୍ଚଳ ମହାଶିବରାତ୍ର ଅବସରରେ ଉତ୍ସବମୁଖର ହୋଇଉଠିଥିବା ପରିଲକ୍ଷିତ ହୋଇଛି l ଗଞ୍ଜାମ ବ୍ଲକର ବଟେଶ୍ଵର, ଅଳେଶ୍ବର, ଝଡ଼େଶ୍ଵର, ମକରେଶ୍ଵର, ବାଲି ଲୋକନାଥ ରେମେଶ୍ଵର ପ୍ରମୁଖ ଶୈବପୀଠ ସେହିପରି ସହରାଞ୍ଚଳ ରେ ବିଜେ କାଶୀ ବିଶ୍ୱନାଥ, ଖଣ୍ଡେଶ୍ଵର, ରାମେଶ୍ଵର, ଆଖଣ୍ଡଳମଣି ପ୍ରମୁଖ ଶୈଠପିଠ ମାନଙ୍କରେ ଶ୍ରଦ୍ଧାଳୁ ମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା l

ଶ୍ରଦ୍ଧାଳୁମାନେ ଅଷ୍ଟଶମ୍ଭୁ ଦର୍ଶନ କରିବା ପାଇଁ ବିଭିନ୍ନ ଶୈବପୀଠ ଭ୍ରମଣ କରିଥିଲେ l ଦେଵଦେବ ମହାଦେବଙ୍କ ଲିଙ୍ଗରେ ଜଳାଭିଶେଖ କରି ପୁଣ୍ୟ ଅର୍ଜନ ପାଇଁ କାଉଡ଼ିଆ ମାନେ ପୁଣ୍ୟତୋୟା ଋଷିକୁଲ୍ୟା ନଦୀରୁ ଜଳ ଭାର ନେଇ ବିଭିନ୍ନ ଶୈବପୀଠ ଅଭିମୁଖେ ଯାତ୍ରା କରିଥିବା ଲକ୍ଷ କରାଯାଇଥିଲା l ବିଭିନ୍ନ ଶୈବ ପୀଠ ମାନଙ୍କରେ ଅଷ୍ଟ ପ୍ରହର ନାମଯଂଜ୍ଞ ଓ଼ ରାତ୍ର ରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପରିବେଷଣ ହୋଇଥିଲା l ମନ୍ଦିର ପୂଜକଙ୍କ ମୁଖ ନିଃସୃତ ଦେବମନ୍ତ୍ର ଧ୍ୱନି ରେ ମନ୍ଦିର ପରିବେଶ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri