ଖନନବେଳେ ମାଟି ତଳୁ ମିଳିଲା ମୂର୍ତ୍ତି

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପୁରୁଣା ଭୁବନେଶ୍ୱର ଅଞ୍ଚଳର ସୁକସାରି ମନ୍ଦିର ପାର୍ଶ୍ୱରେ ବୁଧବାର ସକାଳେ ଖନନ କାର୍ଯ୍ୟ ଚାଲିଥିବାବେଳେ ମାଟିତଳୁ ଏକ ପ୍ରାଚୀନ ଦେବୀଙ୍କ ମୂର୍ତ୍ତି ମିଳିଛି। ଭୁବନେଶ୍ୱରକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ଏଏସ୍‌ଆଇ ପକ୍ଷରୁ ସୁକସାରି ମନ୍ଦିର ପାର୍ଶ୍ୱରେ ଖନନ କାର୍ଯ୍ୟ ଚାଲିଥିଲା। ଏହି ସମୟରେ ମନ୍ଦିରର ଗର୍ଭ ଗୃହରୁ ଚାରିଭୁଜ ଥିବା ଅର୍ଦ୍ଧ ନାରିଶ୍ୱର ମୂର୍ତ୍ତି ଥିବା ଜଣାପଡ଼ିଥିଲା। ଅଧିକାରୀମାନେ ଉକ୍ତ ମୂର୍ତ୍ତିକୁ ବାହାର କରିଥିବା ବେଳେ ପ୍ରାଥମିକ ଯାଞ୍ଚରୁ ଏହା ପ୍ରାୟତଃ ୭ ଶତାଦ୍ଧୀର ବୋଲି ଅନୁମାନ କରାଯାଉଛି। ଏହା ପୂର୍ବରୁ ମଧ୍ୟ ଖନନ ବେଳେ ଏହି ମନ୍ଦିର ପାର୍ଶ୍ୱରୁ ଅନେକ ଅଂଶ ଠାବ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧।୧୦(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?