ବନ୍ୟାକୁ ବର୍ଷେ, ମରାମତି ହେଲାନି ରାସ୍ତା

ବିଞ୍ଝାରପୁର,୧୯ା୧୨(ଡି.ଏନ.ଏ.): ଖରସ୍ରୋତା ନଦୀରେ ଗତବର୍ଷ ବନ୍ୟା ଆସି ବିଞ୍ଝାରପୁର ବ୍ଲକ ଚନ୍ଦ୍ରମୁଁ ପଞ୍ଚାୟତ ମଲ୍ଲିପୁର ଗ୍ରାମର ରାସ୍ତା ଭାଙ୍ଗିଥିଲା। ଇତିମଧ୍ୟରେ ବନ୍ୟାକୁ ବର୍ଷେ ପୂରିଥିଲେ ମଧ୍ୟ ରାସ୍ତା ମରାମତି ହୋଇନାହିଁ। ଯାହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗ୍ରାମାଞ୍ଚଳର ଲୋକଙ୍କ ଗମନାଗମନ ପାଇଁ ପ୍ରତିବର୍ଷ ସରକାର ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ପ୍ରଶାସନିକ ଅଧିକାରୀଙ୍କ ଇଚ୍ଛାଶକ୍ତିର ଅଭାବ ଯୋଗୁ ସରକାରଙ୍କ ପ୍ରକୃତ ଉଦ୍ଦେଶ୍ୟପୂରଣ ହୋଇପାରୁନି ବୋଲି ଲୋକେ ଅଭିଯୋଗ କରିଛନ୍ତି।
ସୂଚନା ଅନୁସାରେ, ଗ୍ରାମର ଏହି ମୁଖ୍ୟ ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର ହେବାପରେ କିଛିବର୍ଷ ପୂର୍ବେ ତାହାକୁ ପକ୍କାରାସ୍ତା କରାଯାଇଥିଲା। ତେବେ ବିଭିନ୍ନ ସାହିକୁ ଯାତାୟାତ ପାଇଁ ଉଦ୍ଦିଷ୍ଟ ରାସ୍ତା ନିର୍ମାଣ ଓ ମରାମତି ବ୍ଲକ ଏବଂ ପଞ୍ଚାୟତ ଅଧୀନରେ ରହିଛି। କିନ୍ତୁ ରାସ୍ତାଟି ମରାମତି ନ ହେବାରୁ ତାହା ମରଣଯନ୍ତା ପାଲଟିଛି। ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ରାସ୍ତାକୁ ତୁରନ୍ତ ମରାମତି କରିବାକୁ ଗ୍ରାମର ଆନଦ ମଲ୍ଲିକ, ରବି ମଲ୍ଲିକ, ସନା ମଲ୍ଲିକ, ଶ୍ରୀରଧର ମଲ୍ଲିକ, ମିଥୁନ ଦାସ, ଅମୂଲ୍ୟ ମଲ୍ଲିକ, ଭଜହରି ମଲ୍ଲିକ, ପହଲି ମଲ୍ଲିକ ଓ ନରୋତ୍ତମ ପରିଡ଼ା ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୭।୭: କଟକ ସହରରେ ଶୁକ୍ରବାର ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତ ସଂଖ୍ୟା ୩୨୩କୁ ବୃଦ୍ଧି ପାଇଛି।...

ହାଟଡିହୀ ପଞ୍ଚାୟତର ବିଜେଡି ସଭାପତି ଭାବେ କାମପାଳ ନାୟକ ନିର୍ବାଚିତ

ହାଟଡିହୀ,୧୨।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀ ପଞ୍ଚାୟତର ବିଜେଡି ସଭାପତି ଭାବେ ବରିଷ୍ଠ କର୍ମୀ କାମପାଳ ନାୟକ ନିର୍ବାଚିତ ହୋଇଛନ୍ତି । ରବିବାର ବଞ୍ଚୋ...

ବିଜୟ ଉତ୍ସବ ପାଳନ କଲେ ଭାଜପା କର୍ମକର୍ତ୍ତା

କୋକସରା,୨୧।୭(ଡି.ଏନ୍‌.ଏ): ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୨ୟ ରାଉଣ୍ଡ ସୁଦ୍ଧା ଓଡ଼ିଶାର ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ସୁନିଶ୍ଚିତ ହେବା ଦେଖାଦେଇଛି।...

ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ, ଆଇରନ୍‌ ଚେଷ୍ଟ ଭାଙ୍ଗି ନ ପାରି ଫେରିଗଲେ

ଶେରଗଡ଼,୧୭ା୬(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଠୁରୁବୁରାଇ ଗ୍ରାମସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତ ଚୋରି ଉଦ୍ୟମ କରିଥିଲେ। ବ୍ୟାଙ୍କର ମୁଖ୍ୟ କବାଟ ଭାଙ୍ଗି...

କାଜୁ ଗଛରେ ପୋକ: ଦୁର୍ଦ୍ଦିନରେ ୬୫୦ ଆଦିବାସୀ ପରିବାର

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ କାଳିମେଘି, ଚନ୍ଦନପୁର ଓ ଘୋଡାପଡା ପଞ୍ଚାୟତର ୧୯ ଖଣ୍ଡ ଆଦିବାସୀ ଗାଁର ୬୫୦ ପରିବାର ଦୁର୍ଦ୍ଦିନରେ ଗତି କରୁଛନ୍ତି। ଏମାନେ...

ପୁଣି ଥରେ ବିଦ୍ୟାଭାରତୀଙ୍କୁ ଜେରା : ଏଥର ମିଳିବ କି କିଛି ତଥ୍ୟ

ଉଦଳା,୩।୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣାର ୨୩ ଦିନ ପରେ ମଧ୍ୟ ସସ୍ପେନ୍ସ ଲାଗି ରହିଛି। ଏହା ଏକ...

ବାପ ଅଜା ଅମଳରୁ ଅନ୍ଧାରରେ ବିତୁଛି ଜୀବନ

ମହାକାଳପଡ଼ା,୧୩ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତର ପନ୍ଦରମାଇଲି ଆଦିବାସୀପଡ଼ାରେ ୧୦ରୁ ଊର୍ଦ୍ଧ୍ୱ ପରିବାରଙ୍କୁ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସେବା ମିଳିପାରିନାହିଁ। ବାପ ଅଜା ଅମଳରୁ...

ସିଙ୍ଗାପୁର ମାଷ୍ଟର ଟ୍ରାକ୍‌ ଆଣ୍ଡ୍‌ ଫିଲ୍ଡରେ ଦୁର୍ଗା ଚରଣ ମିଶ୍ର ଜିତିଲେ ୨ ସ୍ବର୍ଣ୍ଣ

ଭବାନୀପାଟଣା,୧୧।୭(ଡି.ଏନ୍‌.ଏ.): ସିଙ୍ଗାପୁରରେ ଆରମ୍ଭ ହୋଇଥିବା ମାଷ୍ଟର ଟ୍ରାକ୍‌ ଆଣ୍ଡ ଫିଲ୍ଡ ପ୍ରତିଯୋଗିତାରେ କଳାହଣ୍ଡି ଜିଲା ଭବାନୀପାଟଣା ସହରର ଦୁର୍ଗା ଚରଣ ମିଶ୍ର ଡିସ୍‌କସ୍‌ ଥ୍ରୋ ଓ...

Advertisement
Archives

Model This Week