ଜାନୁୟାରୀରୁ ଅସମ୍ଭାଳ ହେଲାଣି

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଜାନୁୟାରୀ ଶେଷ ହୋଇନି। ଶୀତ ଗାଏବ। ବିନା ପଙ୍ଖାରେ ଆଉ ଶୋଇବା ସମ୍ଭବ ହେଉନାହିଁ। ଗତ ୩/୪ ଦିନ ଭିତରେ ଦିନ ତାପମାତ୍ରା ୪ରୁ ୫ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱରରେ ସର୍ବୋଚ୍ଚ ତାପମାତ୍ରାରେ ୫.୬ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇଥିବା ବେଳେ ସମ୍ବଲପୁର ୫.୫, ଅନୁଗୋଳ ୪.୮, ଝାରସୁଗୁଡ଼ା ୪.୮, ପାରାଦୀପ ୪.୬, କେନ୍ଦୁଝର ୪.୩, ଭୁବନେଶ୍ୱର ୪.୨, ଚାନ୍ଦବାଲି ୪.୧ ଏବଂ ଫୁଲବାଣୀରେ ୪ ଡିଗ୍ରୀ ସେଲ୍‌ସିୟସ ବଢ଼ିଯାଇଛି। ଶୁକ୍ରବାର ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ତାଳଚେର ୩୪.୪, ଗୋପାଳପୁର ୩୩.୮, ଝାରସୁଗୁଡ଼ା ୩୩.୬ ଏବଂ ନବରଙ୍ଗପୁରରେ ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଦକ୍ଷିଣ ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେବା ସହ ସମୁଦ୍ରରୁ ଆସୁଥିବା ଜଳୀୟ ବାଷ୍ପ ହଠାତ୍‌ ବନ୍ଦ ହୋଇ ଯାଇଛି। ଏହାର ପ୍ରଭାବରେ ହଠାତ୍‌ ଗରମ ବଢ଼ିଯାଇଛି। ତେବେ ଗରମ ବଢ଼ିଯାଇଥିବାରୁ ଆସନ୍ତା ୩୦ ଓ ୩୧ରେ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri