Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ସମୟରେ ବିରୋଧୀଙ୍କ ହଟ୍ଟଗୋଳ …

ନୂଆଦିଲ୍ଲୀ,୧୯।୭: ସଂସଦର ସୌମୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଲୋକ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ ସମୟରେ ବିରୋଧୀ ସଦସ୍ୟଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହେବା ସହିତ ହଙ୍ଗାମା କରାଯାଇଛି। କରୋନା ମହାମାରୀ ନିୟନ୍ତ୍ରଣ ଏବଂ ପେଟ୍ରୋଲ-ଡିଜେଲ-ଗ୍ୟାସ୍‌ ଦାମ ବୃଦ୍ଧି ନେଇ ବିରୋଧୀ ସଦସ୍ୟ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ମଙ୍ଗଳବାର ସନ୍ଧ୍ୟାରେ କରୋନା ନିୟନ୍ତ୍ରଣ ସମ୍ପର୍କରେ ବିସ୍ତୃତ ଆଲୋଚନା ସହିତ ବିବରଣୀ ପ୍ରଦାନ କରିବାକୁ ଗୃହରେ ପ୍ରତିଶ୍ରୁତି ଦେଇଛନ୍ତି। ବାଚସ୍ପତି ଓମ୍‌ ବିରଳା ନୂଆ ମନ୍ତ୍ରୀଙ୍କ ପରିଚୟ କରାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ପ୍ରଧାନମନ୍ତ୍ରୀ ସମସ୍ତ ନୂଆ ମନ୍ତ୍ରୀଙ୍କ ପରିଚୟ ପ୍ରଦାନ କରିଥିଲେ। ଗୃହରେ ଅଚଳାବସ୍ଥା ଜାରି ରହିବାରୁ ପରେ ଲୋକ ସଭାର କାର୍ଯ୍ୟକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। ଅପରପକ୍ଷରେ ରାଜ୍ୟ ସଭାରେ ବିରୋଧୀ ସଦସ୍ୟଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକୁ ସ୍ଥଗିତ ରଖାଯାଇଥିଲା। ରାଜ୍ୟ ସଭାରେ ଗୃହର କାର୍ଯ୍ୟ ଆରମ୍ଭରେ ବଲିଉଡ୍‌ ଅଭିନେତା ଦିଲ୍ଲୀପ କୁମାର ଏବଂ ଆଥଲେଟ୍‌ ମିଲ୍‌ଖା ସିଂଙ୍କୁ ସଦସ୍ୟମାନଙ୍କ ପକ୍ଷରୁ ଶ୍ରଦ୍ଧାଜ୍ଞଳି ଅର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri